ଅଫିସିଆଲ୍ ଟ୍ରେଲର ରିଲିଜ୍ ବଡପରଦାରେ ବୈପ୍ଳବିକ ପରିବର୍ତ୍ତନ ଆଣିବ ‘ବୋଉର ହାତ ବାକ୍ସ’,
ଅଫିସିଆଲ୍ ଟ୍ରେଲର ରିଲିଜ୍ ବଡପରଦାରେ ବୈପ୍ଳବିକ ପରିବର୍ତ୍ତନ ଆଣିବ ‘ବୋଉର ହାତ ବାକ୍ସ’ ଭୁବନେଶ୍ୱର(ଏନ୍.ଏମ୍.): ଭୂବନେଶ୍ୱର ଠାରେ ଏକ ପଞ୍ଚତାରକା ହୋଟେଲରେ ନୂଆ ଚଳଚ୍ଚିତ୍ର “ବୋଉର ହାତ ବାକ୍ସ’ର ଅଫିସିଆଲ୍ ଟ୍ରେଲର ରିଲିଜ୍ ହୋଇ ବୁଦ୍ଧିଜୀବୀଙ୍କ ଦ୍ୱାରା ଆଦୃତି ଲାଭ କରିଥିଲା । ଏହି ଅବସରରେ ବରିଷ୍ଠ ପ୍ରଯୋଜକ ପ୍ରଦ୍ୟୁମ୍ନ ଲେଙ୍କା ମୁଖ୍ୟଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଯୋଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଅନ୍ୟତମ ଅତିଥି ଭାବେ ନିର୍ଦ୍ଦେଶକ ନାରାୟଣ…
