ଚୌଦ୍ୱାର-କଟକ ବିଜେଡ଼ି ତରଫରୁ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ
ଚୌଦ୍ୱାର-କଟକ ବିଜେଡ଼ି ତରଫରୁ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କଟକ(ଏନ୍.ଏମ୍.): ଓଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପ୍ରତିବର୍ଷ ଭଳି ଚଳିତ ବର୍ଷ ଚୌଦ୍ୱାର-କଟକ ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା-୨୦୨୨ର ଶୁଭାରମ୍ଭ ହୋଇଛି । ଚୌଦ୍ୱାର-କଟକ ପୂର୍ବତନ ବିଧାୟକ ଡକ୍ଟର ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ଆଜି ପବିତ୍ର ଗାନ୍ଧୀଜୟନ୍ତୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଠାରୁ ଆରମ୍ଭ ହୋଇ ନଭେମ୍ବର ୨ତାରିଖ ପର୍ଯ୍ୟନ୍ତ ଏକ ମାସବ୍ୟାପୀ ଏହି…
