ବିଧାୟକଙ୍କ ଦ୍ୱାରା ଚୌଦ୍ୱାର ପୌରାଞ୍ଚଳରେ ବିଭିନ୍ନ ପ୍ରକଳ୍ପଗୁଡ଼ିକର ଶିଳାନ୍ୟାସ
ବିଧାୟକଙ୍କ ଦ୍ୱାରା ଚୌଦ୍ୱାର ପୌରାଞ୍ଚଳରେ ବିଭିନ୍ନ ପ୍ରକଳ୍ପଗୁଡ଼ିକର ଶିଳାନ୍ୟାସ ଟାଙ୍ଗୀ-ଚୌଦ୍ୱାର(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ମଞ୍ଜୁର କରାଯାଇଥିବା ରୋଡ୍ ଇନ୍ଫ୍ରା ଓ ମୁକ୍ତା ଯୋଜନାରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ଶିଳାନ୍ୟାସ ହୋଇ ଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଚୌଦ୍ୱାର-କଟକର ମାନ୍ୟବର ବିଧାୟକ ସୌଭିକ ବିଶ୍ୱାଳ ଯୋଗ ଦେଇ ଶିଳାନ୍ୟାସ କରିଥିଲେ । କାର୍ଯ୍ୟକ୍ରମରେ ଚୌଦ୍ୱାର ପୌରପାଳିକାର ନଗରପାଳ ମାନସୀ ସ୍ୱର୍ଣ୍ଣପ୍ରଭା ସାମଲ, ଉପନଗରପାଳ ଶୁଭେନ୍ଦୁ ସାମଲ, ଚୌଦ୍ୱାର ପୌରପାଳିକା ନିର୍ବାହୀ ଅଧିକାରୀ ପବିତ୍ର କୁମାର…
