ବାଙ୍ଗିରିପୋଷି ଘାଟିରେ ଓଲଟିଲା ଧଉଳି ଗଣନାଟ୍ୟ ଟ୍ରକ୍ ; ୬ ମୃତ, ୧୨ ଗୁରୁତର
ବାଙ୍ଗିରିପୋଷି ଘାଟିରେ ଓଲଟିଲା ଧଉଳି ଗଣନାଟ୍ୟ ଟ୍ରକ୍ ; ୬ ମୃତ, ୧୨ ଗୁରୁତର ବାରିପଦା(ଏନ୍.ଏମ୍.): ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଜାତ୍ରା ପାର୍ଟି ଟ୍ରକ ଓଲଟି ଏକ ମର୍ମନ୍ତୁଦ ଦୁର୍ଘଟଣା ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇଛନ୍ତି । ଦୁର୍ଘଟଣାର ଶିକାର ହୋଇଥିବା ଗାଡ଼ିଟି ଧଉଳି ଗଣନାଟ୍ୟର ବୋଲି ଜଣାପଡ଼ିଛି । ଲାଇଟ୍ ଓ ବକ୍ସ ଆଦି ସରଞ୍ଜାମ ଭର୍ତ୍ତି କରି ଧଉଳି…
