ଗୋପ ବ୍ଲକରେ ବିଜେଡି ସମର୍ଥୀତ ସରପଞ୍ଚ ଓ ସମିତି ସଭ୍ୟଙ୍କ ନାମ ଘୋଷଣା
ଗୋପ ବ୍ଲକରେ ବିଜେଡି ସମର୍ଥୀତ ସରପଞ୍ଚ ଓ ସମିତି ସଭ୍ୟଙ୍କ ନାମ ଘୋଷଣା କୋଣାର୍କ (ଏନ୍.ଏମ୍.): କୋଣାର୍କ ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ କାକଟପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗୋପ ବ୍ଳକର ୧୪ ଗୋଟି ଗ୍ରାମ ପଞ୍ଚାୟତ ମଧ୍ୟରୁ ୧୩ଟି ଗ୍ରାମ ପଞ୍ଚାୟତର ଦଳୀୟ ସମର୍ଥୀତ ସରପଞ୍ଚ ଓ ସମିତି ସଭ୍ୟ ମାନଙ୍କ ନାମ ଘୋଷଣା କରାଯାଇଛି । ଏହି ପ୍ରାର୍ଥୀ ଘୋଷଣା ନିମନ୍ତେ ଅନୁଷ୍ଠିତ ବୈଠକରେ ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟୀ ଦଳାଇ…
