ରାସନକାର୍ଡ଼ରେ ଡେପୁଟି ମେୟରଙ୍କ ନାମ ଘଟଣା: ଦୁର୍ନୀତି ପଛରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଡିସିପିଙ୍କ ନିକଟରେ ବିଜେପିର ଏତଲା
ରାସନକାର୍ଡ଼ରେ ଡେପୁଟି ମେୟରଙ୍କ ନାମ ଘଟଣା: ଦୁର୍ନୀତି ପଛରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଡିସିପିଙ୍କ ନିକଟରେ ବିଜେପିର ଏତଲା #କଟକ(ଏନ୍.ଏମ୍.): ରାଜ୍ୟସରକାର ସବୁବେଳେ ଦୁର୍ନୀତି ହଟାଇବା ସହ ସ୍ୱଚ୍ଛତା ବଜାୟ ରଖିବା ନିମନ୍ତେ ଫାଇପ-ଟି ଭଳି ଯୋଜନା କରିଛନ୍ତି । ଏଥି ସହିତ ଅଧିକାରୀମାନେ ନିଜର କାର୍ଯ୍ୟଦକ୍ଷତା ପ୍ରତିପାଦନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ମାତ୍ର ସେସବୁ କିଭଳି କାର୍ଯ୍ୟକାରୀ ହେଉଛି ତାହାର ହିସାବ କାହା ପାଖରେ ନାହିଁ । ତେବେ…
