ପବିତ୍ର ଅକ୍ଷୟ ତୃତୀୟାର ହାର୍ଦ୍ଧିକ ଅଭିନନ୍ଦନ

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପାଠକ ପାଠିକାମାନଙ୍କୁ ହାର୍ଦ୍ଧିକ ଅଭିନନ୍ଦନ ଜଣାଇ ନିଷ୍କର୍ଷ ମିଡ଼ିଆ ଆରମ୍ଭ କରିଛି ଡିଜିଟାଲ ପ୍ଲାଟଫର୍ମ ଏଥିରେ ଆପଣମାନେ ପାଇ ପାରିବେ ୨୪ଘଣ୍ଟିଆ ତାଜା ଖବର, ନିଷ୍କର୍ଷ ସାପ୍ତାହିକ ଖବର କାଗଜ, ୟୁଟୁବ୍ ଚାନେଲ ଓ ଫେସବୁକ ପେଜ ଆପଣଙ୍କୁ ସବୁବେଳେ ତାଜା ଖବର ପହଞ୍ଚାଇବା ଆମ୍ଭର ଲକ୍ଷ୍ୟ । ସର୍ଚ୍ଚ କରନ୍ତୁ nishkarsha.com facebook & youtube : @nishkarsha media ପ୍ରତ୍ୟେକଟି ଖବର ଉପରେ ଆମ୍ଭର ନଜର

Read More

ସୁଶାନ୍ତଙ୍କ ଫିଲ୍ମ ‘ଛିଛୋରେ’ର ଅଭିନେତ୍ରୀଙ୍କ ଦେହାନ୍ତ

ମୁମ୍ବାଇ: ‘ଛିଛୋରେ’ ସମେତ ଅନେକ ହିନ୍ଦୀ ଫିଲ୍ମରେ କାମ କରିଥିବା ଅଭିନେତ୍ରୀ ଅଭିଳାଷା ପାଟିଲଙ୍କ କରୋନା କାରଣରୁ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୭ ବର୍ଷ ବୟସ ହୋଇଥିଲା । ଅଭିଳାଷା ଶୁଟିଂ ପାଇଁ ବାରଣାସୀରେ ଥିଲେ, କିନ୍ତୁ ମୁମ୍ବାଇ ଫେରିବା ପରେ ତାଙ୍କ ଭିିତରେ କୋଭିଡ୍‌-୧୯ ଲକ୍ଷଣ ଦେଖା ଦେଇଥିଲା । ସେ ନିଜର କରୋନା ଟେଷ୍ଟ କରାଯାଇଥିଲା, ଯେଉଁଥିରେ ରିପୋର୍ଟ ପଜିଟିଭ୍ ଆସିଥିଲା । ତେବେ ଗତ କିଛି ଦିନ ତଳେ…

Read More

ବିରୋଧୀ ଦଳ ନେତା କିଏ ହେବେ?

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଶେଷ ହୋଇଛି। ଆଉ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ମମତା ବାନାର୍ଜୀ। ହେଲେ ନିର୍ବାଚନ ବେଳେ ଟିଏମସି ଯେଉଁ ‘ଖେଲା ହୋବେ’ ସ୍ଲୋଗାନ ଦେଇଥିଲା ତାହା ଶେଷ ହୋଇନାହିଁ, ବରଂ ଆଗକୁ ଆହୁରି ଜୋରଦାର ‘ଖେଲା ହୋବେ’ ବୋଲି ବିଜେପି ଆଭାସ ଦେଇ ସାରିଛି। ନନ୍ଦିଗ୍ରାମ ବିଧାନସଭା ଆସନରୁ ହାରିଥିବା ଟିଏମସି ସୁୁପ୍ରିମୋ ମମତା ବାନାର୍ଜୀ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଅନ୍ୟପଟେ ନିର୍ବାଚନୀ ହିଂସାକୁ…

Read More

କରୋନା ଆକ୍ରାନ୍ତଙ୍କୁ ମୃତ୍ୟୁ ମୁହଁରୁ ଫେରାଇ ଆଣିବ ଏହି ଔଷଧ, ଭାରତରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ: ଦେଶରେ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ପ୍ରତିଦିନ ମୃତ୍ୟୁ ସଂଖ୍ୟା ପୂର୍ବ ଦିନର ରେକର୍ଡ ଭାଙ୍ଗୁଛି। ଯାହାକୁ ନେଇ ସାରା ଦେଶ ଚିନ୍ତିତ। ଏବେ ଏହି କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଏକ ବିଦେଶୀ କମ୍ପାନୀର ଔଷଧକୁ ଅନୁମତି ଦେଇଛନ୍ତି ଭାରତ ସରକାର। ଜରୁରୀକାଳୀନ ଭାବରେ ଏହି ଔଷଧ ବ୍ୟବହାର ହେବ ବୋଲି ଜଣାପଡ଼ିଛି। ଫାର୍ମା କମ୍ପାନୀ ରୋଚେ ଇଣ୍ଡିଆ (Roche India) କହିଛି ଯେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ କମ୍ପାନୀ…

Read More