କଂଗ୍ରେସର ସଙ୍କୀର୍ତ୍ତନ ସତ୍ୟାଗ୍ରହ
କଂଗ୍ରେସର ସଙ୍କୀର୍ତ୍ତନ ସତ୍ୟାଗ୍ରହ #ଭଦ୍ରକ(ଏନ୍.ଏମ୍.): ସାରା ଓଡ଼ିଶାରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲିବା ଦାବିରେ, ଶ୍ରୀ ମନ୍ଦିରର ଅନ୍ୟାନ୍ୟ ଦାବି ନେଇ ଏକ ସଙ୍କୀର୍ତ୍ତନ ସତ୍ୟାଗ୍ରହ କରାଯାଇଛି । ବାସୁଦେବପୁର କଂଗ୍ରେସ ନେତା ତଥା ଜିଲ୍ଲା ସଭାପତି ଅଶୋକ କୁମାର ଦାସଙ୍କ ନେତୃତ୍ୱରେ ଏକ ଶୋଭା ଯାତ୍ରା ବାହାରି ବଜାର ପରିକ୍ରମା କରି ସ୍ଥାନୀୟ ପ୍ରସନ୍ନ ଦେବ ମନ୍ଦିରରେ ଏକ ପ୍ରତିବାଦ ସଭା ଆୟୋଜନ କରା ଯାଇଛି ।…
