କୟଳପଡ଼ା ପଞ୍ଚାୟତରେ ସରପଞ୍ଚଙ୍କ ଦ୍ୱାରା ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ
କୟଳପଡ଼ା ପଞ୍ଚାୟତରେ ସରପଞ୍ଚଙ୍କ ଦ୍ୱାରା ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ #ଟାଙ୍ଗୀ-ଚୌଦ୍ୱାର(ଏନ୍.ଏମ୍.): ଟାଙ୍ଗୀ ଚୌଦ୍ୱାର ବ୍ଲକ ଅନ୍ତର୍ଗତ କୟଳପଡ଼ା ପଞ୍ଚାୟତରେ ସ୍ଥାନୀୟ ସରପଞ୍ଚ ଶୈଳବାଳା ନାୟକଙ୍କ ଦ୍ୱାରା ପଞ୍ଚାୟତର ହିତାଧିକାରୀଙ୍କୁ ଭତ୍ତା କାର୍ଡ଼ ପ୍ରଦାନ କରାଯାଇଛି । ଏହି ପ୍ରରିପ୍ରେକ୍ଷୀରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଶ୍ରୀମତୀ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଅଞ୍ଚଳର ଯୋଗ୍ୟ ହିତାଧିକାରୀଙ୍କୁ ସେମାନଙ୍କ ଭତ୍ତା ପ୍ରଦାନ କରିଥିଲେ । ତେବେ ପଞ୍ଚାୟତରେ ଥିବା ସିମିଳିହାଣ୍ଡ, କୟଳପଡ଼ା ଓ ନୂଆପାଟଣା ଗ୍ରାମର ପ୍ରାୟ ୯୮…
