ରାଇରଙ୍ଗପୁର ନୂତନ ଜିଲ୍ଲା ଘୋଷଣା ଦାବି ନେଇ ଜିଲ୍ଲାପାଳଙ୍କ ଜନ ଶୁଣାଣୀରେ ଲିଖିତ ଦାବିପତ୍ର
ରାଇରଙ୍ଗପୁର ନୂତନ ଜିଲ୍ଲା ଘୋଷଣା ଦାବି ନେଇ ଜିଲ୍ଲାପାଳଙ୍କ ଜନ ଶୁଣାଣୀରେ ଲିଖିତ ଦାବିପତ୍ର #ରାଇରଙ୍ଗପୁର(ଏନ୍.ଏମ୍.): ଓଡ଼ିଶାର ସର୍ବବୃହତ୍ତମ ମୟୂରଭଞ୍ଜ ଜିଲ୍ଲାର ଦିତୀୟ ବୃହତ୍ତମ ବାମନଘାଟୀ ଉପଖଣ୍ଡ, ରାଇରଙ୍ଗପୁର ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ବିଜୁଳି, ପାନୀୟ ଜଳ, ରେଳ, ସବୁଥିରେ ପଛୁଆ । ଏହା ୭ ଟି ବ୍ଳକ ଏବଂ ଗୋଟିଏ ମ୍ୟୁନିସିପାଲଟିକୁ ନେଇ ଗଠିତ । ଶତକଡା ୬୫ ଭାଗରୁ ଉର୍ଦ୍ଧ୍ୱ ଆଦିବାସୀ ଶ୍ରେଣୀର ଥିବାବେଳେ ୨୫ ଭାଗ ପଛୁଆ ବର୍ଗ । ନଦୀ, ନାଳ,…
