ବିବଶ ମହାନଦୀ: ଚିତ୍ରକଳା ମାଧ୍ୟମରେ ଟ୍ରିବ୍ୟୁନାଲକୁ ବାର୍ତ୍ତା ଦେଲେ ଚିତ୍ର ଶିଳ୍ପୀ
ବିବଶ ମହାନଦୀ: ଚିତ୍ରକଳା ମାଧ୍ୟମରେ ଟ୍ରିବ୍ୟୁନାଲକୁ ବାର୍ତ୍ତା ଦେଲେ ଚିତ୍ର ଶିଳ୍ପୀ #କଟକ(ଏନ୍.ଏମ୍.): ସ୍ଥାନୀୟ ଗଡ଼ଗଡିଆ ମନ୍ଦିର ପ୍ରାଙ୍ଗଣରେ କଟକ ଆର୍ଟିଷ୍ଟ ସଂଗଠନ ତରଫରୁ ମହାନଦୀର ସାମ୍ପ୍ରତିକ ପରିସ୍ଥିତି ସମ୍ପର୍କରେ “ତୁଳିରେ ବିବଶ ମହାନଦୀ’ ଶୀର୍ଷକ ଏକ ଚିତ୍ର ଅଙ୍କନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଚିତ୍ରଶିଳ୍ପୀମାନେ ମହାନଦୀର ବିବଶ ସ୍ଥିତି ଉପରେ ନିଜ ନିଜ ତୁଳିରେ ଚିତ୍ର ଅଙ୍କନ କରିଥିଲେ । ପ୍ରାୟ ପଚାଶରୁ ଉର୍ଦ୍ଧ ଚିତ୍ରଶିଳ୍ପୀ ଯୋଗଦେଇ ବର୍ତ୍ତମାନ ମହାନଦୀର ସାମ୍ପ୍ରତିକ ଦୁଃସ୍ଥିତିର…
