ରାଇରଙ୍ଗପୁରରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଶୁଣାଣି ଶିବିରରେ ୧୦୬ ଟି ଅଭିଯୋଗରୁ ୨ ଫଇସଲା
ରାଇରଙ୍ଗପୁରରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଶୁଣାଣି ଶିବିରରେ ୧୦୬ ଟି ଅଭିଯୋଗରୁ ୨ ଫଇସଲା #ରାଇରଙ୍ଗପୁର (ଏନ୍.ଏମ୍.): ଆଜି ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ବାମନଘାଟୀ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଯୁଗ୍ମ ଜନଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି । ବାମନଘାଟି ଉପଜିଲ୍ଲାପାଳ ସରୋଜ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମୟୁରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଋଷିକେଶ ଦ୍ୟାନ ଦେଓ…
