୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ
୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ #ଭୁବନେଶ୍ୱର(ଏନ୍.ଏମ୍.): ଆଗାମୀ ଅପ୍ରେଲ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ଏକ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ୧୯୪୮ ମସିହା…
