ବରିଷ୍ଟ ନାଗରିକ ମହାମଞ୍ଚ କୋଣାର୍କ ପକ୍ଷରୁ ମକର ମିଳନ
ବରିଷ୍ଟ ନାଗରିକ ମହାମଞ୍ଚ କୋଣାର୍କ ପକ୍ଷରୁ ମକର ମିଳନ #କୋଣାର୍କ (ଏନ୍.ଏମ୍.): ପବିତ୍ର ମକର ସଂକ୍ରାନ୍ତି ଅବସରରେ ବରିଷ୍ଟ ନାଗରିକ ମହାମଞ୍ଚ କୋଣାର୍କ ପକ୍ଷରୁ ବରିଷ୍ଠ ନାଗରିକମାନଙ୍କୁ ନେଇ କୋଣାର୍କ ନାଟ୍ୟ ମଣ୍ଡପ ପରିସରରେ ମକର ମିଳନ ଉତ୍ସବ ଓ କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଟ ନାଗରିକ ମହାମଞ୍ଚର ଆବାହକ ଉମେଶଚନ୍ଦ୍ର ସ୍ୱାଇଁଙ୍କ ନେତୃତ୍ୱରେ ଆୟୋଜିତ ଏହି ମକର ମିଳନ ଉତ୍ସବରେ ବରିଷ୍ଠ ନାଗରିକ ମାନଙ୍କ ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ଆଲୋଚନା…
