କଟକରେ ହକି ବିଶ୍ୱକପର ଉଦ୍ଘାଟନୀ ଉତ୍ସବ: ୧୧ଟି ସ୍ଥାନରେ ପାର୍କିଂ ସୁବିଧା
କଟକରେ ହକି ବିଶ୍ୱକପର ଉଦ୍ଘାଟନୀ ଉତ୍ସବ: ୧୧ଟି ସ୍ଥାନରେ ପାର୍କିଂ ସୁବିଧା #କଟକ(ଏନ୍.ଏମ୍.): ଆସନ୍ତାକାଲି କଟକ ବାରବାଟୀ ଷ୍ଟାଡ଼ିୟମରେ ହକି ବିଶ୍ୱକପ୍ ଉଦ୍ଘାଟନୀ ଉତ୍ସବ ଅନୁଷ୍ଠିତ ହେବ । ଏଥିରେ ବଲିଉଡ୍ ଓ ଓଡ଼ିଶାର ପ୍ରସିଦ୍ଧ କଳାକାରମାନେ ଯୋଗଦେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ । ଏଥିପାଇଁ ପ୍ରଭଳ ଭିଡ ହେବାର ସମ୍ଭାବନା ରହିଛି । ଭିଡକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ବାରବାଟୀ ନିକଟରେ ୧୧ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା…
