କଟକରେ ପୌର ନିର୍ବାଚନ: ନାମାଙ୍କନର ୨ଦିନ ପରେ ବି ତୁଟୁନି ପ୍ରାର୍ଥୀ ବଛା ଅଡ଼ୁଆ
କଟକରେ ପୌର ନିର୍ବାଚନ: ନାମାଙ୍କନର ୨ଦିନ ପରେ ବି ତୁଟୁନି ପ୍ରାର୍ଥୀ ବଛା ଅଡ଼ୁଆ କଟକ (ଏନ୍.ଏମ୍.): କଟକ ଜିଲ୍ଲାରେ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥର ପୌର ନିର୍ବାଚନରେ ମେୟର/ ଚେୟାରମ୍ୟାନ ସିଧାସଳଖ ମତଦାନ ହେବ । ତେଣୁ ପୂର୍ବ ନିର୍ବାଚନ ଭଳି କର୍ପୋରେଟର/କାଉନସିଲର ମାନଙ୍କ ମଧ୍ୟରୁ ମେୟର/ଚେୟାରମ୍ୟାନ ବଛା ବଛି କରିବାକୁ ପଡ଼ୁନଥିବାରୁ ଭୋଟର ମାନେ ଉଭୟପ୍ରାର୍ଥୀଙ୍କୁ ସିଧାସଳଖ ମତଦାନ କରିବେ । ଏଥିପାଇଁ ବିଭିନ୍ନ ରାଜନୈତିକ ସ୍ତରରେ ଜୋରଦାର…
