Category: ବ୍ରେକିଙ୍ଗ ନିଉଜ

କଟକରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୩ ଗିରଫ

କଟକରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୩ ଗିରଫ ୫ ମାସରେ ଜବତ ହେଲାଣିି ୩ କିଲୋଗ୍ରାମ୍ ବ୍ରାଉନ ସୁଗାର ଓ ୨୪ ଗିରଫ କଟକ(ଏନ୍.ଏମ୍.): କଟକ ଜିଲ୍ଲାରରେ ଏବେ ବାଉନସୁଗାର କାରବାର ବେଶ ବୃଦ୍ଧି ପାଇଛି । ଏପରିକି ସନ୍ଧ୍ୟା…

ଉତ୍କଳ ବିକାଶ ପରିଷଦ ପକ୍ଷରୁ କରୋନା ଟୀକାଦାନ ପରିଚାଳନା ନେଇ ବୈଠକ

କଟକ (ଏନ୍.ଏମ୍.): କରୋନା ମହାମାରୀ ପରିଚାଳନା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଉଥିବା ସମୟରେ କଟକ ସହର ଉପକଣ୍ଠ ବୟାଳିଶମୌଜା ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏହାର ବ୍ୟତିକ୍ରମ ଦେଖାଯାଇଛି । ସୂଚନା ମୁତାବକ ସ୍ବାସ୍ଥ୍ୟକେନ୍ଦ୍ର…

କେନ୍ଦ୍ରାପଡ଼ା ସାଂସଦଙ୍କ ପିତା ପଦୋନ୍ନତି ପାଇଁ ବ୍ୟବହାର କରିଥିଲେ ଜାଲ ସାର୍ଟିଫିକେଟ !

କେନ୍ଦ୍ରାପଡ଼ା ସାଂସଦଙ୍କ ପିତା ପଦୋନ୍ନତି ପାଇଁ ବ୍ୟବହାର କରିଥିଲେ ଜାଲ ସାର୍ଟିଫିକେଟ ! ଭୁବନେଶ୍ୱର(ଏନ୍.ଏମ୍.): କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ପିତା ଅଭୟ କୁମାର ମହାନ୍ତି ଜାଲ୍ ସାର୍ଟିଫିକେଟ୍ ଦେଇ ସିନିୟର ଅଧ୍ୟାପକରୁ ରିଡର ପାହ୍ୟାକୁ ପଦୋନ୍ନତି ପାଇଥିବା ଭଳି ସାଙ୍ଘାତିକ…

କରୋନା ପାଇଁ ଆଉ ଏକ ସ୍ୱଦେଶୀ ଟିକାକୁ ମିଳିବ ଅନୁମତି

କରୋନା ପାଇଁ ଆଉ ଏକ ସ୍ୱଦେଶୀ ଟିକାକୁ ମିଳିବ ଅନୁମତି ନୂଆଦିଲ୍ଲୀ (ଏଜେନ୍ସି): ଦେଶରେ କରୋନାର ଦ୍ୱିତୀୟ ଲହର ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ଟିକାକରଣରେ କୌଣସି ଅଗ୍ରଗତି ହୋଇନଥିବା ଜଣାପଡ଼ିଛି । ଅନେକ ରାଜ୍ୟରେ ଟିକା କେନ୍ଦ୍ର ମଧ୍ୟ ଖାଲି…

ଔଷଧ ଗୋଦାମ ଘରେ ଅଗ୍ନିକାଣ୍ଡ ଲକ୍ଷାଧିକ ଟଙ୍କାର ସାମଗ୍ରୀ  ପାଉଁଶ

ଔଷଧ ଗୋଦାମ ଘରେ ଅଗ୍ନିକାଣ୍ଡ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପାଉଁଶ କଟକ(ଏନ୍.ଏମ୍.): ହାଇକୋର୍ଟ ଛକ ସ୍ଥିତ ଏକ ଔଷଧ ଗୋଦାମ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି୤ ଅଗ୍ନିକାଣ୍ଡ ଯୋଗୁଁ ଗୋଦାମରେ ଥିବା ବିଭିନ୍ନ ମୂଲ୍ୟବାନ ଔଷଧ ଜଳି ପୋଡି ପାଉଁଶ ହୋଇଯାଇଛି…

ପରଲୋକରେ ସାହିତ୍ୟିକା ମୀନାକ୍ଷୀ ଦେବୀ

ପରଲୋକରେ ସାହିତ୍ୟିକା ମୀନାକ୍ଷୀ ଦେବୀ କଟକ(ଏନ୍‌.ଏମ୍‌.): ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜର ସାଧାରଣ ସମ୍ପାଦକ ମୀନାକ୍ଷୀ ଦେବୀଙ୍କର ଆଜି ସଂଧ୍ୟା ୬ଟା ସମୟରେ ଦେହାନ୍ତ ହୋଇଯାଇଛି । ରାଜାବଗିଚା ଚକୋଲେଟ୍‌ଲେନ୍‌ସ୍ଥିତ ବାସଗୃହରେ ସେ ହଠାତ୍ ପଡ଼ିଯାଇଥିଲେ । ତାଙ୍କୁ…

ଦ୍ୱାଦଶ ପରୀକ୍ଷା ବାତିଲ ପାଇଁ କଟକ ନଗର ଛାତ୍ର କଂଗ୍ରେସ ପକ୍ଷରୁ ଧନ୍ୟବାଦ

ଦ୍ୱାଦଶ ପରୀକ୍ଷା ବାତିଲ ପାଇଁ କଟକ ନଗର ଛାତ୍ର କଂଗ୍ରେସ ପକ୍ଷରୁ ଧନ୍ୟବାଦ କଟକ(ଏନ୍‌.ଏମ୍‌.): ମହାମାରୀ କରୋନା ସାରା ଦେଶରେ ଶିକ୍ଷା ବ୍ୟବସ୍ଥାକୁ ପ୍ରଭାବିତ କରିଥିବାରୁ ଛାତ୍ର, ଶିକ୍ଷକ ଓ ଅଭିଭାବକମାନେ ଘୋର ଚିନ୍ତାରେ ଥିଲେ । ଏହି ପରିସ୍ଥିତିରେ ଗମ୍ଭୀରତାକୁ…

ଲକ୍‌ଡାଉନ୍ ସୁଯୋଗରେ ବସ୍ତିବାସିନ୍ଦାଙ୍କ ପ୍ରତି ବର୍ବରତା ବନ୍ଦ ହେଉ – ବସ୍ତିବାସିନ୍ଦାଙ୍କ ମିଳିତ ମଞ୍ଚ

ଲକ୍‌ଡାଉନ୍ ସୁଯୋଗରେ ବସ୍ତିବାସିନ୍ଦାଙ୍କ ପ୍ରତି ବର୍ବରତା ବନ୍ଦ ହେଉ – ବସ୍ତିବାସିନ୍ଦାଙ୍କ ମିଳିତ ମଞ୍ଚ କଟକ (ଏନ୍‌.ଏମ୍‌.): କରୋନାଜନିତ ହାହାକାରମୟ ପରିସ୍ଥିତି ଓ ଲକ୍‌ଡାଉନ୍ ଭିତରେ ବସ୍ତି ଉଛେଦ ଚାଲିଛି । ସରକାରଙ୍କ ଏପରି କଣ ଜରୁରୀ ହୋଇ ପଡିଛି କେଜାଣି…

ଆରପାରିରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ

ଆରପାରିରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଭୁବନେଶ୍ୱର(ଏନ୍‌.ଏମ୍‌.): ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ଦେହାନ୍ତ ହୋଇଛି…

କରୋନା ପିକ୍ ଅତିକ୍ରମ କରିଛି, ଏବେ ସ୍ଥିତି ତଳମୁହାଁ- ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

କରୋନା ପିକ୍ ଅତିକ୍ରମ କରିଛି, ଏବେ ସ୍ଥିତି ତଳମୁହାଁ- ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଭୁବନେଶ୍ୱର (ଏନ୍‌.ଏମ୍‌.): ‘ବୋଧହୁଏ ଆମେ ପିକ୍ ଅତିକ୍ରମ କରିଗଲେଣି । ସ୍ଥିତି ଏବେ ତଳମୁହାଁ ହେଉଛି ।’ ସମ୍ପ୍ରତି ରାଜ୍ୟରେ କୋଭିଡ ସ୍ଥିତି ନେଇ ଏକଥା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ…

୨୦୨୪ ଅଲମ୍ପିକ୍ସ ପାଇଁ ଜୋରଦାର ପ୍ରସ୍ତୁତିରେ ଓଡ଼ିଶାର ସୁନା ଝିଅ ଅର୍ପିତା

୨୦୨୪ ଅଲମ୍ପିକ୍ସ ପାଇଁ ଜୋରଦାର ପ୍ରସ୍ତୁତିରେ ଓଡ଼ିଶାର ସୁନା ଝିଅ ଅର୍ପିତା ରାଉରକେଲା (ଏନ୍‌.ଏମ୍‌.): ଜାତୀୟ ଓ ଅନ୍ତର୍ଜାତୀୟ ଆଥଲେଟିକସରେ ସ୍ୱର୍ଣ୍ଣପଦକ ଜିତି ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଥିବା ଅର୍ପିତା ଏବେ ୨୦୨୪ ଅଲମ୍ପିକସ ପାଇଁ ପ୍ରସ୍ତୁତିକୁ ଜୋରଦାର…

ଟିକା ଲଢ଼େଇ ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଟିକା ଲଢ଼େଇ ପାଇଁ ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ଭୁବନେଶ୍ୱର(ଏନ୍‌.ଏମ୍‌.): କରୋନା ଟିକା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ଟିକା ସଂକଟ ଦୂର କରିବା ନେଇ ସେ ସମସ୍ତଙ୍କ ସହମତି ଲୋଡ଼ିଛନ୍ତି…