ବିପର୍ଯ୍ୟୟ ପରିଚାଳନା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ: ହେନ୍ତାଳବନକୁ ଅଧିକ ଘଞ୍ଚ ଏବଂ ବ୍ୟାପକ ତାଳବୃକ୍ଷ ରୋପଣ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱାରୋପ
ବିପର୍ଯ୍ୟୟ ପରିଚାଳନା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ: ହେନ୍ତାଳବନକୁ ଅଧିକ ଘଞ୍ଚ ଏବଂ ବ୍ୟାପକ ତାଳବୃକ୍ଷ ରୋପଣ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱାରୋପ #ଭୁବନେଶ୍ୱର(ଏନ୍.ଏମ୍.): ୨୦୨୩-୨୪ ବର୍ଷ ପାଇଁ ଓଡ଼ିଶା ବିପର୍ଯ୍ୟୟ ପରିଚାଳନା ଆଇନ-୨୦୦୫ ଓ ନିୟମାବଳୀ, ୨୦୧୦ ଅଧୀନରେ ଗଠିତ ବିପର୍ଯ୍ୟୟ ପରିଚାଳନା ରାଜ୍ୟ କାର୍ଯ୍ୟନିର୍ବାହୀ କମିଟି(ଏସ୍ଇସି)ର ତୃତୀୟ ବୈଠକ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା କମିଟିର ଅନୁମୋଦନ ପରେ…
