ଉଠା ଜଳସେଚନ ନିଗମ ଅଧ୍ୟକ୍ଷଙ୍କ ଅଚାନକ କେନ୍ଦ୍ରାପଡା ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ
ଉଠା ଜଳସେଚନ ନିଗମ ଅଧ୍ୟକ୍ଷଙ୍କ ଅଚାନକ କେନ୍ଦ୍ରାପଡା ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ #ଭୁବନେଶ୍ୱର(ଏନ୍.ଏମ୍.): ଓଡିଶା ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ଅମରେଶ ପତ୍ରୀ ଅଚାନକ ଓ.ଏଲ୍.ଆଇ.ସି. କେନ୍ଦ୍ରାପଡା ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ କରଛନ୍ତି । ସେଠାରେ ସେ କାର୍ଯ୍ୟରତ ମୋଟ ଯନ୍ତ୍ରୀ ଓ କର୍ମଚାରୀଙ୍କ ସଂଖ୍ୟା ଯାଞ୍ଚ କରିବା ସହ ପ୍ରକୃତ ଉପସ୍ଥିତି ଓ କ୍ଷେତ୍ର ପରିଦର୍ଶନରେ ଯାଇଥିବା କର୍ମଚାରୀଙ୍କ ସମ୍ପର୍କରେ ଅବଗତ ହୋଇଥିଲେ । ଅଧ୍ୟକ୍ଷ ଶ୍ରୀ ପତ୍ରୀ ଡିଭିଜନର କାର୍ଯ୍ୟ ତଦାରଖ ଓ ସମୀକ୍ଷା…
