ଭାରତର ଶେଷ ସ୍ୱାଧୀନ ଦୁର୍ଗ ଖୋର୍ଦ୍ଧା ଗଡ଼ର ପୁନଃରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ଭାରତର ଶେଷ ସ୍ୱାଧୀନ ଦୁର୍ଗ ଖୋର୍ଦ୍ଧା ଗଡ଼ର ପୁନଃରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର #ଖୋର୍ଦ୍ଧା(ଏନ୍.ଏମ୍.): ଭାରତର ଶେଷ ସ୍ୱାଧୀନ ଦୁର୍ଗ ତଥା ପ୍ରଥମ ସ୍ୱାଧୀନତା ସଂଗ୍ରାମ ପାଇକ ବିଦ୍ରୋହର ଏନ୍ତୁଡ଼ିଶାଳ ଖୋର୍ଦ୍ଧା ଗଡ଼ର ପୁନଃରୁଦ୍ଧାର ପାଇଁ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ରାଜ୍ୟ ସରକାର ଓଡ଼ିଶାର ସମସ୍ତ ମଠ, ମନ୍ଦିର ଇତ୍ୟାଦିର ବିକାଶ କରୁଛନ୍ତି ଏହା ସ୍ୱାଗତ ଯୋଗ୍ୟ ପଦକ୍ଷେପ । କିନ୍ତୁ ପ୍ରାଚୀନ କୀର୍ତ୍ତିରାଜି ଭାରତର ଶେଷ ସ୍ୱାଧୀନ ଦୁର୍ଗ…
