ଭିନ୍ନକ୍ଷମଙ୍କୁ ବ୍ୟାଟେରୀଚାଳିତ ହୁଇଲ୍ ଚେୟାର ପ୍ରଦାନ କଲେ ମନ୍ତ୍ରୀ
ଭିନ୍ନକ୍ଷମଙ୍କୁ ବ୍ୟାଟେରୀଚାଳିତ ହୁଇଲ୍ ଚେୟାର ପ୍ରଦାନ କଲେ ମନ୍ତ୍ରୀ ‘ସ୍ୱାଭିମାନ’ ପକ୍ଷରୁ ଅଭିନବ ପଦକ୍ଷେପ ଭୁବନେଶ୍ୱର(ଏନ୍.ଏମ୍.): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ୮ ଜଣ ଭିନ୍ନକ୍ଷମଙ୍କୁ ସ୍ୱତନ୍ତ୍ର ଭାବେ ନିର୍ମିତ ବ୍ୟାଟେରୀଚାଳିତ ହୁଇଲ୍ ଚେୟାର ପ୍ରଦାନ କରିଛନ୍ତି । ସ୍ଥାନୀୟ ତେରାପନ୍ଥ ଭବନରେ ‘ସ୍ୱାଭିମାନ’ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ପଣ୍ଡା ଉପକରଣଗୁଡ଼ିକ ବିତରଣ କରିବା ସହିତ ଏଗୁଡ଼ିକୁ ଭାରତର ପ୍ରଥମ ସ୍ୱଦେଶୀ ବ୍ୟାଟେରୀଚାଳିତ…
