ଆକାଶବାଣୀ ଶ୍ରୋତା ପରିଷଦ ଓଡ଼ିଶାର ରଜ ଉତ୍ସବ

ଆକାଶବାଣୀ ଶ୍ରୋତା ପରିଷଦ ଓଡ଼ିଶାର ରଜ ଉତ୍ସବ କଟକ(ଏନ୍‌.ଏମ୍‌.): କଟକ ଖପୁରିଆ ସ୍ଥିତ ଓୟା ମଣ୍ଡପ ଠାରେ ଆକାଶବାଣୀ ଶ୍ରୋତା ପରିଷଦ ଓଡିଶା ତରଫରୁ ରଜ ଉତ୍ସବ ମହା ସମାରୋହରେ ପାଳନ କରାଯାଇଛି । ଏଥିରେ ଆକାଶବାଣୀ ଶ୍ରୋତା ପରିଷଦ ଓଡ଼ିଶାର ପ୍ରତିଷ୍ଠାତା ସମ୍ପାଦକ ଅଜୟ କୁମାର ମହାନ୍ତିଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ନୃତ୍ୟ, ଗୀତ, ପୋଡ ପିଠା ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଏହି ଉତ୍ସବରେ ଓଡ଼ିଶାର ବିଶିଷ୍ଟ କଣ୍ଠ ଶିଳ୍ପୀ…

Read More

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଶେଷ ସମନ୍ୱୟ ବୈଠକ: ଭର୍ଚ୍ଚୁଆଲ ମାଧ୍ୟମରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଶେଷ ସମନ୍ୱୟ ବୈଠକ: ଭର୍ଚ୍ଚୁଆଲ ମାଧ୍ୟମରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ପୁରୀ(ଏନ୍‌.ଏମ୍‌.): ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀ ପୌର ସଦନ ଠାରେ ଶେଷ ରଥଯାତ୍ରା ସମନ୍ୱୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ ମାଧ୍ୟମରେ ଆଲୋଚନାରେ ଅଂଶଗ୍ରହଣ କରି ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଶେଷ ମୂହୁର୍ତ୍ତରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବାତିଲ ହୋଇ ଭର୍ଚ୍ଚୁଆଲରେ ନିଷ୍ପତ୍ତି ହୋଇଥିଲା । ଏହି ବୈଠକରେ ନୂତନ…

Read More

ପ୍ରାଣୀ ସମ୍ବଳକୁ ବିଏମ୍‌ସିର ଗୁରୁତ୍ୱ: ଆହୁରି ଉନ୍ନତ ହେବ ଏବିସି କାର୍ଯ୍ୟକ୍ରମ

ପ୍ରାଣୀ ସମ୍ବଳକୁ ବିଏମ୍‌ସିର ଗୁରୁତ୍ୱ: ଆହୁରି ଉନ୍ନତ ହେବ ଏବିସି କାର୍ଯ୍ୟକ୍ରମ ଭୁବନେଶ୍ୱର(ଏନ୍‌.ଏମ୍‌.): ସ୍ମାର୍ଟସିଟିରେ ପ୍ରାଣୀ ସମ୍ବଳର ବିକାଶକୁ ଅଧିକ ତ୍ୱରାନ୍ୱିତ କରିବାପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କର୍ତ୍ତୃପକ୍ଷଙ୍କ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଛି । ଭାରତ ସରକାରଙ୍କ ଡଗ୍ ରୁଲ୍‌କୁ ପାଥେୟ କରି ବିଏମସି କର୍ତ୍ତୃପକ୍ଷଙ୍କ ଅଧିନରେ ବୁଲା କୁକୁର ମାନଙ୍କ ବନ୍ଧ୍ୟାକରଣ କରାଯାଉଛି । ଏହା ଏକ ପ୍ରଚଳିତ ସେବା ହୋଇଥିବା ବେଳେ ଏହାକୁ ନେଇ କେତେକ ପ୍ରାଣୀ ହିତ ପ୍ରେମୀଙ୍କ ସାମାଜିକ…

Read More

ଅନ୍ନଦାପ୍ରସାଦ ରାୟଙ୍କ ଷଷ୍ଠବାର୍ଷିକ ଶ୍ରାଦ୍ଧତ୍ସୋବ

ଅନ୍ନଦାପ୍ରସାଦ ରାୟଙ୍କ ଷଷ୍ଠବାର୍ଷିକ ଶ୍ରାଦ୍ଧତ୍ସୋବ କଟକ(ଏନ୍‌.ଏମ୍‌.): ସ୍ଥାନୀୟ ନୂଆପଡା ବାଲିସାହି ଆଦିବାସୀ ବସ୍ତିରେ ବିଶିଷ୍ଟ ସମାଜସେବୀ, ଲେଖକ ସାମ୍ବାଦିକ ତଥା ଉତ୍କଳ ସାହିତ୍ୟ ସମାଜର ପୂର୍ବତନ ସଭାପତି ଅନ୍ନଦା ପ୍ରସାଦ ରାୟଙ୍କ ଷଷ୍ଠତମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରତ୍ୟୁଷରୁ କାଠଯୋଡ଼ି ନଦୀରେ ତିଳତର୍ପଣ କରାଯାଇଥିଲା । ସନ୍ଧ୍ୟା ସମୟରେ ସ୍ୱର୍ଗତ ରାୟଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା । ଏହି ଅବସରରେ ସ୍ୱର୍ଗତ ରାୟଙ୍କ ଶିଷ୍ୟ ତଥା ବସ୍ତି ନେତା ବୃନ୍ଦାବନ ଦାସ ଆଜାଦଙ୍କ…

Read More

ସମ୍ପର୍କ ସାହିତ୍ୟ ସଂସ୍କୃତି ସଂସଦର ରଜ ଆସର

ସମ୍ପର୍କ ସାହିତ୍ୟ ସଂସ୍କୃତି ସଂସଦର ରଜ ଆସର ଜଗତପୁର(ଏନ୍‌.ଏମ୍‌.): ସାରସ୍ୱତ ଅନୁଷ୍ଠାନ ସମ୍ପର୍କ ସାହିତ୍ୟ ସଂସ୍କୃତି ସଂସଦର ରଜ ଆସର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଉତ୍କଳମଣି ଶିଶୁ ଉଚ୍ଚଶିକ୍ଷା ମନ୍ଦିର ପରିସରରେ ଅଳତା ପ୍ରତିଯୋଗିତା, ରଜଗୀତ ପ୍ରତିଯୋଗିତା ଓ ସମ୍ବର୍ଦ୍ଧନା ସଭା ହୋଇଥିଲା । ସଂସଦର ସଭାପତି କୈଳାସ ଚନ୍ଦ୍ର ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସର୍ବଭାରତୀୟ ଶିକ୍ଷାସମାଜର ସଭାପତି ପ୍ରଫେସର ଡକ୍ଟର ଯୁଧିଷ୍ଠିର ଖଟୁଆ ଉଦଘାଟନ କରିଥିଲେ । ମୁଖ୍ୟଅତିଥି ଭାବେ ପ୍ରଫେସର…

Read More

ତରୋଳ ବେହେରା ସାହିରେ ରଜ ମହୋତ୍ସବ ଉଦ୍ଘାଟିତ

ତରୋଳ ବେହେରା ସାହିରେ ରଜ ମହୋତ୍ସବ ଉଦ୍ଘାଟିତ ଜଗତପୁର(ଏନ୍‌.ଏମ୍‌.): କଟକ ମହାନଗର ନିଗମ ୪୯ନମ୍ବର ୱାର୍ଡର ତରୋଳ ବେହେରା ସାହିରେ ରଜମହୋତ୍ସବ ଉଦଘାଟିତ ହୋଇଯାଇଛି । ସମାଜସେବୀ ଅଲେଖ ଚନ୍ଦ୍ର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସିଏମସି ଡେପୁଟୀ ମେୟର ଦମୟନ୍ତୀ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବରେ ପୂର୍ବତନ କର୍ପୋରେଟର ନବକିଶୋର ସ୍ୱାଇଁ, ତରୋଳ ଗ୍ରାମ କମିଟି ସଭାପତି ହେମରାଜ ବିଶ୍ୱାଳ, କୁଳମଣି ବେହେରା, ମାନସ ପରିଡା,…

Read More

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ଲକ୍ଷାଧିକ ଶ୍ରଦ୍ଧାଳୁ ପୁରୀ/କଟକ (ଏନ୍‌.ଏମ୍‌.): ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ସ୍ନାନପୂର୍ଣ୍ଣିମା ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଭୁ ଚତୁର୍ଦ୍ଧାମୂର୍ତ୍ତି ପ୍ରଭୁ ଜଗନ୍ନାଥ, ବଳଭଦ୍ର, ଶୁଭଦ୍ରା ଓ ସୁଦର୍ଶନଙ୍କ ମହାସ୍ନାନ ଅନୁଷ୍ଠିତ ହୋଇଥିଲା । ଆଜି ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ଶ୍ରୀ ଜୀଉମାନେ ସ୍ନାନ କରିବା ସହ ଅଗଣିତ ଶ୍ରଦ୍ଧାଳୁଙ୍କୁ ଦୁର୍ଲଭ ଗଜବେଶରେ ଦର୍ଶନ ଦେଇଛନ୍ତି । ଶ୍ରୀମନ୍ଦିର ସ୍ନାନବେଦୀର ଚତୁର୍ଦ୍ଧାମୂର୍ତ୍ତି ଏହି ଦେବଦୁର୍ଲଭ ଦର୍ଶନ ନିମନ୍ତେ…

Read More

ଓଡ଼ିଆ ସମାଜ ଆବୁଧାବି ତରଫରୁ ଉତ୍କଳ ଦିବସ ପାଳନ

ଓଡ଼ିଆ ସମାଜ ଆବୁଧାବି ତରଫରୁ ଉତ୍କଳ ଦିବସ ପାଳନ ଆବୁଧାବି (ଏଜେନ୍ସି): ଓଡ଼ିଆ ସମାଜ ଆବୁଧାବି (ଓସା) ତରଫରୁ ଆନନ୍ଦ, ଉଲ୍ଲାସ ଓ ଉତ୍କଣ୍ଠା ମଧ୍ୟରେ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଉତ୍କର୍ଷ-୨୦୨୨ ଶୀର୍ଷକ ‘ଓସା’ର ଏହି ବାର୍ଷିକ ଉତ୍ସବ ସୁବିସ୍ତିର୍ଣ୍ଣ ଆରବ ସାଗରର ସମ୍ମୁଖସ୍ଥ ସୁନ୍ଦର, ସୁରମ୍ୟ ଓ ସୁଶୋଭିତ ଆବୁଧାବି ଥିଏଟର ଠାରେ ଅନୁଷ୍ଠିତ ହୋଇଥିଲା । ଏହି ଦୀର୍ଘ ପ୍ରତିକ୍ଷିତ ଓ ବହୁଚର୍ଚ୍ଚିତ ମହାସମାରୋହକୁ କେନ୍ଦ୍ର କରି ସମଗ୍ର ଥିଏଟର ପରିସର…

Read More

‘କଳାଭୂମି’ରେ ଆକର୍ଷଣୀୟ ଖୋଲା ପାଠାଗାର ଉଦ୍‌ଘାଟିତ

‘କଳାଭୂମି’ରେ ଆକର୍ଷଣୀୟ ଖୋଲା ପାଠାଗାର ଉଦ୍‌ଘାଟିତ ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ଏବେ ଦର୍ଶକମାନଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇପାରିଛି । କଳାଭୂମିରେ ଆଜି ଏକ ଖୋଲା ପାଠାଗାର ଉଦ୍‌ଘାଟିତ ହୋଇଯାଇଛି । ଓଏସ୍‌ଆରଟି ବସର ବାହ୍ୟ ଭାଗରେ ଓଡ଼ିଶାର ପରମ୍ପରା ଓ ପଶୁପକ୍ଷୀଙ୍କ କାହାଣୀକୁ ନେଇ ଭିନ୍ନ ଭିନ୍ନ ଚିତ୍ର ଅଙ୍କା ଯାଇଛି । ରାଜ୍ୟ ହସ୍ତଶିଳ୍ପ ସଂଗ୍ରହାଳୟର ମିଳିତ ସହଯୋଗରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସମର୍ଥନରେ ବକୁଳ ଫାଉଣ୍ଡେସନ୍ ଦ୍ୱାରା ଏହି ବସ୍…

Read More

ଓଡ଼ିଶା ବିଧାନସଭାର ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ

ଓଡ଼ିଶା ବିଧାନସଭାର ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ । ଆଜି ବାଚନିକ ଭୋଟ ପରେ ଶ୍ରର ଆରୁଖଙ୍କୁ ବାଚସ୍ପତି ଭାବେ ଉପବାଚସ୍ପତି ରଜନୀକାନ୍ତ ସିଂ ଘୋଷଣା କରିଛନ୍ତି । ବାଚସ୍ପତି ନିର୍ବାଚନ ପାଇଁ ଆଜି ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ବସିଥିଲା । ଏଥିରେ ଆରୁଖଙ୍କୁ ବାଚସ୍ପତି କରିବା ପାଇଁ ମୋସନ ଆଣିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉପ-ବାଚସ୍ପତିଙ୍କ ନିର୍ଦ୍ଦେଶ ଅନୁୟାୟୀ…

Read More

କଟକରେ ବାଲିଯାତ୍ରା ହେବା ନେଇ ସୂଚନା ଦେଲେ ଜିଲ୍ଲାପାଳ କରୋନା ପାଇଁ ୨ବର୍ଷ ବନ୍ଦ ଥିଲା ଏହି ଐତିହାସିକ ମେଳା କଟକ (ଏନ୍‌.ଏମ୍‌.): ଚଳିତ ବର୍ଷ କଟକରେ ପୁଣି ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହେବ । ଏ ନେଇ ଆଜି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ଗଣମାଧ୍ୟମ ସମ୍ମୁଖରେ ସୂଚନା ଦେଇଛନ୍ତି । ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ଉତ୍ସବ ତଥା ଧାର୍ମିକ, ସାମାଜିକ ଆଦି ଜନସମାଗମ କାର୍ଯ୍ୟକ୍ରମ ଉପରେ ଅଙ୍କୁଶ ଲଗାଯାଇଥିଲା…

Read More

ଫକିରପୁର ମା’ ବାଟ ମଙ୍ଗଳାଙ୍କ ସପ୍ତମ ବାର୍ଷିକ ଉତ୍ସବ

ଫକିରପୁର ମା’ ବାଟ ମଙ୍ଗଳାଙ୍କ ସପ୍ତମ ବାର୍ଷିକ ଉତ୍ସବ ଜଗତପୁର(ଏନ୍‌.ଏମ୍‌.): ଜଗତପୁର ଆଇ.ବି. ରୋଡସ୍ଥିତ ଫକିରପୁର ବଉଳେଇ ସାହିରେ ମା’ ବାଟ ମଙ୍ଗଳାଙ୍କ ସପ୍ତମ ବାର୍ଷିକ ଉତ୍ସବ ଅନୁଷ୍ଟିତ ହୋଇଯାଇଛି । ଏହି ଅବସରରେ ବୈଦିକ ରୀତିରେ ମା’ଙ୍କ ସ୍ୱତନ୍ତ୍ର ପୂଜା କରାଯାଇଥିଲା । ଗତକାଲି ଦିନ ଅଙ୍କୁରା ରୋପଣ କରାଯାଇଥିବାବେଳେ ଆଜି ସକାଳ ୭ ଘଟିକାରେ କଳସ ଶୋଭାଯାତ୍ରାରେ ଶତାଧିକ ଶ୍ରଦ୍ଧାଳୁମାନେ କଳସୀ ଶୋଭାଯାତ୍ରାରେ ଜଳପୁର୍ଣ୍ଣ କଳସୀରେ ମହାନଦୀରୁ ଜଳ ଆଣି ମନ୍ଦିରରେ ପହଁଞ୍ଚି ଥିଲେ…

Read More