ରବୀନ୍ଦ୍ର ମଣ୍ଡପ ପରିସରରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସପ୍ତମ ବାର୍ଷିକ ଶ୍ରାଦ୍ଧ ଉତ୍ସବ
ରବୀନ୍ଦ୍ର ମଣ୍ଡପ ପରିସରରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସପ୍ତମ ବାର୍ଷିକ ଶ୍ରାଦ୍ଧ ଉତ୍ସବ ଯାଜପୁର(ଏନ୍.ଏମ୍.): ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ସ୍ଥିତ ‘ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି ସଂସଦ’ ଆନୁକୂଲ୍ୟରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ଆସାମର ପୂର୍ବତନ ରାଜ୍ୟପାଳ, ତଥା ବିଶିଷ୍ଟ ଜନନାୟକ ଓ ସାରସ୍ୱତ ସାଧକ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସପ୍ତମ ବାର୍ଷିକ ଶ୍ରାଦ୍ଧ ଉତ୍ସବ ରବୀନ୍ଦ୍ର ମଣ୍ଡପ ବାଲିଚନ୍ଦ୍ରପୁର ଠାରେ ଅନୁଷ୍ଠିତ ହୋଇ ଯାଇଛି । ସଂସଦର କାର୍ଯ୍ୟକାରୀ ସଭାପତି ସାମ୍ବାଦିକ ଭକ୍ତ ଚରଣ ସାହୁଙ୍କ…
