କିଶୋରୀ ବାଳିକାମାନଙ୍କ ନିମନ୍ତେ ରାଜ୍ୟସ୍ତରୀୟ ‘ଅଦ୍ୱିକା’ ସମ୍ମିଳନୀ
କିଶୋରୀ ବାଳିକାମାନଙ୍କ ନିମନ୍ତେ ରାଜ୍ୟସ୍ତରୀୟ ‘ଅଦ୍ୱିକା’ ସମ୍ମିଳନୀ ଭୁବନେଶ୍ୱର(ଏନ୍.ଏମ୍.): କିଶୋରୀ ବାଳିକାମାନଙ୍କ ସାମଗ୍ରିକ ବିକାଶ ଏବଂ ବିଭିନ୍ନ ପ୍ରସଙ୍ଗରେ ସେମାନଙ୍କ ମଧ୍ୟରେ ସାମାଜିକ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ୨୦୨୦ ମସିହା ଅକେଫାବର ୧୧ତାରିଖରେ ଆରମ୍ଭ ହୋଇଥିବା ‘ଅଦ୍ୱିକା’ କାର୍ଯ୍ୟକ୍ରମକୁ ଇତି ମଧ୍ୟରେ ଏକ ବର୍ଷ ପୂର୍ତ୍ତି ହୋଇଛି । ଏହି ପରିପ୍ରେକ୍ଷୀରେ ଶିଶୁ ଅଧିକାର ସପ୍ତାହର ଶେଷ ଦିନରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଅଙ୍ଗନବାଡ଼ି ସେବାରେ…
