ଇମ୍ଫା ଦ୍ୱାରା ନିର୍ମିତ ଗୋଷ୍ଠୀ କେନ୍ଦ୍ରର ଉଦଘାଟନ
ଇମ୍ଫା ଦ୍ୱାରା ନିର୍ମିତ ଗୋଷ୍ଠୀ କେନ୍ଦ୍ରର ଉଦଘାଟନ ଚୌଦ୍ୱାର(ଏନ୍.ଏମ୍.): ଇମ୍ଫା ଶିଳ୍ପ ଗୋଷ୍ଠୀର ସାମାଜିକ ଦ୍ୱାୟିତ୍ୱବୋଧ ଶାଖା ‘ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ’ ଦ୍ୱାରା ଚୌଦ୍ୱାର ମ୍ୟୁନିସିପାଲିଟି ଅନ୍ତର୍ଗତ ୯ନମ୍ବର ୱାର୍ଡ ଅନ୍ତର୍ଗତ ତେଲୁଗୁ ସାହି ମଧ୍ୟରେ ଏକ ସାମୁହିକ ଉନ୍ନୟନ ଗୋଷ୍ଠି କେନ୍ଦ୍ର ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ ଯୋଦେଇ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଇମ୍ଫା ଉପ-ସଭାପତି ତଥା କାର୍ଯ୍ୟନିର୍ବାହୀ…
