ମୁଣ୍ଡଳି ଟ୍ରାଜେଡି: ଆଜି ଏସସିବିରୁ ଡିସଚାର୍ଜ ହେଲେ ଭିଡିଓ ଜର୍ଣ୍ଣାଲିଷ୍ଟ ପ୍ରଭାତ ସିହ୍ନା
ମୁଣ୍ଡଳି ଟ୍ରାଜେଡି: ଆଜି ଏସସିବିରୁ ଡିସଚାର୍ଜ ହେଲେ ଭିଡିଓ ଜର୍ଣ୍ଣାଲିଷ୍ଟ ପ୍ରଭାତ ସିହ୍ନା କଟକ(ଏନ୍.ଏମ୍.): ମୁଣ୍ଡଳି ଟ୍ରାଜେଡ଼ି ଘଟଣାରେ ଗୁରୁତର ଆହତ ହୋଇଥିବା ଓଟିଭିର ଭିଡିଓ ଜର୍ଣ୍ଣାଲିଷ୍ଟ ପ୍ରଭାତ ସିହ୍ନା ଆଜି ସୁସ୍ଥ ହୋଇ କଟକ ବଡ଼ମେଡ଼ିକାଲରୁ ଡିସଚାର୍ଜ ହୋଇଛନ୍ତି । ତେବେ ଡିସଚାର୍ଜ ହେବା ଅବସରରେ ସେ ଅତି ଭାବବିହ୍ୱଳ ହୋଇ ପଡ଼ିବା ସହ ଅରିନ୍ଦମଙ୍କ କଥା ମନେ ପକାଇ କାନ୍ଦିପକାଇଥିଲେ । ସେ କହିଲେ ଯେ, ‘ଆପଣ ସମସ୍ତଙ୍କ ଆଶୀର୍ବାଦ ଓ ଭଲ ପାଇବା…
