ପାର୍ବଣରେ ମୂର୍ତ୍ତି ଉଚ୍ଚତା ବିବାଦର ପୂର୍ଣ୍ଣଛେଦ: ଆବେଦନ ଖାରଜ
ପାର୍ବଣରେ ମୂର୍ତ୍ତି ଉଚ୍ଚତା ବିବାଦର ପୂର୍ଣ୍ଣଛେଦ: ଆବେଦନ ଖାରଜ ସରକାରଙ୍କ କୋଭିଡ ନିୟମାବଳୀରେ ହସ୍ତକ୍ଷେପ କରାଯାଇ ପାରିବ ନାହିଁ- ହାଇକୋର୍ଟ #କଟକ (ଏନ୍.ଏମ୍.): କଟକରେ ପାର୍ବଣ ସମୟରେ ମୃଣ୍ମୟୀ ମୂର୍ତ୍ତି ଉଚ୍ଚତା ନେଇ ଚାଲିଥିବା ବିବାଦର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ମୂର୍ତ୍ତି ବିବାଦ ମାମଲାର ରାୟ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ମୂର୍ତ୍ତି ଉଚ୍ଚତା ବୃଦ୍ଧି ନେଇ ହୋଇଥିବା ଆବେଦନକୁ ଆଜି ହାଇକୋର୍ଟ ଖାରଜ କରିଛନ୍ତି । ଫଳରେ ରାଜ୍ୟ ସରକାର କୋଭିଡ ଗାଇଡ଼ ଲାଇନରେ…
