ବାଙ୍ଗାଲୋର ଠାରେ ସାଂକେତିକ ରଥଯାତ୍ରା
ବାଙ୍ଗାଲୋର ଠାରେ ସାଂକେତିକ ରଥଯାତ୍ରା ବାଙ୍ଗାଲୋର (ଏନ୍.ଏମ୍.): କୋଭିଡ୍ କଟକଣା ମଧ୍ୟରେ ବେଙ୍ଗାଲୁରୁଠାରେ ରଥଯାତ୍ରା ମହୋତ୍ସବ ପାଳିତ ହୋଇଯାଇଛି । ମହାନଗରର ଆଗରାଠାରେ ଅବସ୍ଥିତ ଜଗନ୍ନାଥ ମନ୍ଦିରରେ ବଢ଼ି ଭୋରରୁ ମଙ୍ଗଳ ଆଳତୀ, ଅବକାଶ, ମଇଲମ, ସୂର୍ୟ୍ୟପୂଜା, ଦ୍ୱାରପାଳ ପୂଜା ଓ ସାହାଣ ମେଲା ଆଦି ରୀତିନୀତି ଯଥାବିଧି ମୁତାବକ ସମ୍ପନ୍ନ କରାଯାଇଥିଲା । କୋଭିଡ୍ ପ୍ରୋଟୋକଲକୁ ପାଳନ କରାଯାଇ ରଥଯାତ୍ରା ପର୍ବ ପାଳନକୁ ମନ୍ଦିର ପରିସର ମଧ୍ୟରେ ହିଁ ସୀମିତ ରଖାଯାଇଥିଲା । ଫେସ୍ବୁକ୍ରେ ଲାଇଭ୍ଷ୍ଟ୍ରିମିଂ…
