ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀଙ୍କୁ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସ୍ୱାଗତ ସମ୍ବର୍ଦ୍ଧନା
ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀଙ୍କୁ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସ୍ୱାଗତ ସମ୍ବର୍ଦ୍ଧନା ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟ ଜଙ୍ଗଲ ଓ ପରିବେଶ, ଜଳବାୟୁ ପରିବର୍ତ୍ତନ ତଥା ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ନୂତନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଲୋକସେବା ଭବନସ୍ଥିତ ସାମ୍ବାଦିକମାନଙ୍କ ପାଇଁ ଉଦ୍ଦିଷ୍ଟ ପ୍ରକୋଷ୍ଠ(ପ୍ରେସ୍ ଲାଉଞ୍ଜ)ଠାରେ ବରିଷ୍ଠ ତଥା ଅଧିସ୍ୱୀକୃତ ସାମ୍ବାଦିକମାନେ ମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ ସହ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଏହି ପରିପ୍ରେକ୍ଷୀରେ ଗଣମାଧ୍ୟମ ପ୍ରତିନିଧିମାନେ…
