କଟକ ମହାନଗର ୨୯ ନମ୍ବର ୱାର୍ଡ କଂଗ୍ରେସ କର୍ମୀ ସମାବେଶ
କଟକ ମହାନଗର ୨୯ ନମ୍ବର ୱାର୍ଡ କଂଗ୍ରେସ କର୍ମୀ ସମାବେଶ କଟକ(ଏନ୍.ଏମ୍.): କଟକ ମହାନଗର ୨୯ନମ୍ବର ୱାର୍ଡ କଂଗ୍ରେସ କମିଟିର ଏକ କର୍ମୀ ସମାବେଶ ସ୍ଥାନୀୟ ପିଠାପୁର ଠାରେ ଅନୁଷ୍ଠିତ ହୋଇଯାଇଛି । ବାଳକୃଷ୍ଣ ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ଏହି ସମାବେଶରେ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ ଯୋଗଦେଇ ବୁଥସ୍ତରରେ କମିଟିମାନ ଗଠନ କରିବା ପାଇଁ ଗୁରୁତ୍ୱ ଦେବା ସହିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅପାରଗତା ଏବଂ ସିଏମସିର ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ପ୍ରସଙ୍ଗ…
