ମମିତାଙ୍କ ପରିବାରକୁ ଭେଟିବା ପରେ ବିଜେପି ମହିଳା ମୋର୍ଚ୍ଚାର ବିବୃତ୍ତି- ‘ମନ୍ତ୍ରୀ ଦିବ୍ୟଶଙ୍କର ଇସ୍ତଫା ଦେଇ ତଦନ୍ତର ସମ୍ମୁଖୀନ ହୁଅନ୍ତୁ’

ମମିତାଙ୍କ ପରିବାରକୁ ଭେଟିବା ପରେ ବିଜେପି ମହିଳା ମୋର୍ଚ୍ଚାର ବିବୃତ୍ତି- ‘ମନ୍ତ୍ରୀ ଦିବ୍ୟଶଙ୍କର ଇସ୍ତଫା ଦେଇ ତଦନ୍ତର ସମ୍ମୁଖୀନ ହୁଅନ୍ତୁ’ ଭୁବନେଶ୍ୱର(ଏନ୍‌.ଏମ୍‌.): ଦିବ୍ୟଶଙ୍କର ମିଶ୍ର ଜଣେ ସାଧାରଣ ବ୍ୟକ୍ତି ନୁହନ୍ତି । ସେ ରାଜ୍ୟର ଗୃହ ରାଷ୍ଟ୍ର ମନ୍ତ୍ରୀ । ମମିତା ହତ୍ୟା ମାମଲାରେ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ ଆସୁଛି । ତେଣୁ ମନ୍ତ୍ରୀ ଇସ୍ତଫା ଦେଇ ତଦନ୍ତର ସାମ୍ନା କରନ୍ତୁ ବୋଲି ବିଜେପି ମହିଳା ମୋର୍ଚ୍ଚା କହିଛି । ବିଜେପି ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ…

Read More

ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ଡ୍ରାଇଭର ମହାସଂଘ: କରୋନା ଯୋଦ୍ଧା ସହ ସାମାଜିକ ସୁରକ୍ଷା ପାଇଁ ଦାବି, ନବୀନ ନିବାସ ସମ୍ମୁଖରେ ବିକ୍ଷୋଭ

ରାଜରାସ୍ତାକୁ ଓହ୍ଲାଇଲା ଓଡ଼ିଶା ଡ୍ରାଇଭର ମହାସଂଘ କରୋନା ଯୋଦ୍ଧା ସହ ସାମାଜିକ ସୁରକ୍ଷା ପାଇଁ ଦାବି, ନବୀନ ନିବାସ ସମ୍ମୁଖରେ ବିକ୍ଷୋଭ #କଟକ/ଭୁବନେଶ୍ୱର(ଏନ୍‌.ଏମ୍‌.): ଦୀର୍ଘ ୨ ମାସ ହେବ ୧୦ ଦଫା ଦାବି ପୂରଣ ପାଇଁ ଦାବିପତ୍ର ଦିଆଯାଇଥିବା ବେଳେ ଏହାକୁ ସରକାର କର୍ଣ୍ଣପାତ କରୁ ନଥିବା ପ୍ରତିବାଦରେ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରାରେ ନବୀନ ନିବାସ ପର୍ଯ୍ୟନ୍ତ ଯାଇ ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କରୋନା ସମୟରେ ନିଜ ଜୀବନକୁ…

Read More

ନିର୍ବାଚନମଣ୍ଡଳୀର ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ନିତ କରିବାକୁ ଦିଲ୍ଲୀକୁ ବାଚସ୍ପତିଙ୍କ ଗସ୍ତ

ନିର୍ବାଚନମଣ୍ଡଳୀର ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ନିତ କରିବାକୁ ଦିଲ୍ଲୀକୁ ବାଚସ୍ପତିଙ୍କ ଗସ୍ତ ଭୁବନେଶ୍ୱର(ଏନ୍‌.ଏମ୍‌.): ବାଚସ୍ପତି ଡକ୍ଟର ସୂର୍ଯ୍ୟ ନାରାୟଣ ପାତ୍ର ତାଙ୍କ ନିର୍ବାଚନମଣ୍ଡଳୀରେ ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ତା ୨୧.୧୦.୨୦୨୧ ରୁ ୨୪.୧୦.୨୦୨୧ ଋଖ ପର୍ଯ୍ୟନ୍ତ ନୂଆଦିଲ୍ଲୀ ଗସ୍ତରେ ଯାଇ ଫେରି ଆସିଛନ୍ତି । ଓଡିଶା ବିଧାନ ସଭାକୁ ଇ-ବିଧାନସଭାରେ ପରିଣତ କରିବା ପାଇଁ ରାଜ୍ୟ ସଭାର ଅଧିକାରୀମାନଙ୍କର ସହ ଅଲୋଚନା କରିଛନ୍ତି । ଏଠି ଉଲ୍ଲେଖ ଯୋଗ୍ୟ ଯେ ଓଡ଼ିଶା ବିଧାନସଭାକୁ ଇ-ବିଧାନସଭା ପରିଣତ…

Read More

ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ଓ ସିଟ୍ ସଂରକ୍ଷଣ ନିମନ୍ତେ ବିଜ୍ଞପ୍ତି : ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା

ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ଓ ସିଟ୍ ସଂରକ୍ଷଣ ନିମନ୍ତେ ବିଜ୍ଞପ୍ତି : ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟ ସରକାର ପୌର ନିର୍ବାଚନ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଥିବା ଜଣାପଡ଼ିଛି । ପୌର ନିର୍ବାଚନ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ଓ ସିଟ୍ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଆଜି ରାଜ୍ୟ ସରକାର ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶନାମା ଜାରି କରିଛନ୍ତି । ପୌର ଓ ଏନଏସି ଭୋଟ ପାଇଁ ଆସନ୍ତା ନଭେମ୍ବର ୯ ତାରିଖ…

Read More

ସାବରମତୀ ଆଶ୍ରମରେ ସରକାରୀ ହସ୍ତକ୍ଷେପକୁ କଟକରେ ଗାନ୍ଧୀବାଦୀଙ୍କ ବିରୋଧ

ସାବରମତୀ ଆଶ୍ରମରେ ସରକାରୀ ହସ୍ତକ୍ଷେପକୁ କଟକରେ ଗାନ୍ଧୀବାଦୀଙ୍କ ବିରୋଧ କଟକ(ଏନ୍‌.ଏମ୍‌.): ଜାତୀର ଜନକଙ୍କ ସାବରମତୀ ଆଶ୍ରମରେ କେନ୍ଦ୍ର ସରକାର ଗୁଜରାତ ଓ ଭାରତ ସରକାର ଆଧୁନିକୀକରଣ କରିବା ନାମରେ ଏକ ପର୍ଯ୍ୟଟନସ୍ଥଳୀରେ ପରିବର୍ତ୍ତିତ କରିବାକୁ ଯୋଜନା କରିଛନ୍ତି । ଏଥିପାଇଁ ୧୨୪୬ କୋଟି ଟଙ୍କାର ଏକ ଯୋଜନା ପ୍ରସ୍ତୁତ କରିଛନ୍ତି । ବାପୁଙ୍କର ଏହି ସୁପ୍ରସିଦ୍ଧ ଆଶ୍ରମର ସୁପରିଚାଳନା ନିମନ୍ତେ ଗାନ୍ଧୀବାଦୀମାନଙ୍କ ପକ୍ଷରୁ ପାଞ୍ଚଗୋଟି ଟ୍ରଷ୍ଟ ଥିବା ସତ୍ତ୍ୱେ ଗୁଜରାତ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ନୂଆ ଟ୍ରଷ୍ଟ…

Read More

ଥାନାରେ ଧସେଇ ପଶିବା ଅଭିଯୋଗ: ବିଜେପି ନେତା ବିଜୟ ଦଳବେହେରାଙ୍କ ସମେତ ୩ ଗିରଫ

ଥାନାରେ ଧସେଇ ପଶିବା ଅଭିଯୋଗ: ବିଜେପି ନେତା ବିଜୟ ଦଳବେହେରାଙ୍କ ସମେତ ୩ ଗିରଫ ଆଠଗଡ଼ (ଏନ୍‌.ଏମ୍‌.): ବିକ୍ଷୋଭ ପ୍ରଦର୍ଶନ ବେଳେ କଟକ ଜିଲ୍ଲା ନରସିଂହପୁର ଥାନାରେ ଧଶେଇ ପଶିବା ଘଟଣାରେ ପୁଲିସ୍ ତିନି ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ବିଜେପି ନେତା ବିଜୟ କୁମାର ଦଳବେହେରା, ତାଙ୍କ ଭାଇ ଓ ଅନ୍ୟ ଜଣେ ସମର୍ଥକ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ ଗତ ଗୁରୁବାର ବିଳମ୍ବିତ ରାତିରେ ନରସିଂହପୁର ଥାନା ପୁଲିସ ବଡମ୍ବା…

Read More

ବାଜିଲା ନିର୍ବାଚନ ବିଗୁଲ: ନଭେମ୍ବର ୧୫ ସୁଧା ନିଜ ଅଞ୍ଚଳରେ ଥିବା ଅଧିକାରୀଙ୍କୁ ବଦଳି ନିର୍ଦ୍ଦେଶ

ବାଜିଲା ନିର୍ବାଚନ ବିଗୁଲ: ନଭେମ୍ବର ୧୫ ସୁଧା ନିଜ ଅଞ୍ଚଳରେ ଥିବା ଅଧିକାରୀଙ୍କୁ ବଦଳି ନିର୍ଦ୍ଦେଶ ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକ୍ରିୟା ଜୋରସୋରରେ ଆରମ୍ଭ ହୋଇଥିବାବେଳେ ନିଜ ଅଞ୍ଚଳରେ ରହିଥିବା ଅଫିସରମାନଙ୍କୁ ଆସନ୍ତା ନଭେମ୍ବର ୧୫ତାରିଖ ସୁଦ୍ଧା ଅନ୍ୟତ୍ର ବଦଳି କରିବା ନିମନ୍ତେ ରାଜ୍ୟ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ପଞ୍ଚାୟତ ନିର୍ବାଚନକୁ ଅବାଧ,ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ସମ୍ବିଧାନର ଧାରା ୨୪୩(କେ)ର ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ରାଜ୍ୟ…

Read More

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରେ ମିଳିଲା ସର୍ତ୍ତମୂଳକ ଜାମିନ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରେ ମିଳିଲା ସର୍ତ୍ତମୂଳକ ଜାମିନ #କଟକ (ଏନ୍‌.ଏମ୍‌.): ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି । ତେବେ ହାଇକୋର୍ଟ ଶ୍ରୀ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ପ୍ରଶାନ୍ତ ସାକ୍ଷୀମାନଙ୍କୁ ପ୍ରଭାବିତ ନକରିବାକୁ ସର୍ତ୍ତ ରଖି ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଏହାବାଦ ଅନ୍ୟାନ୍ୟ ସର୍ତ୍ତ ରଖି ନିମ୍ନ ଅଦାଲତ ଶ୍ରୀ…

Read More

ପଞ୍ଚାୟତ ନିର୍ବାଚନକୁ ନେଇ ଚୌଦ୍ୱାର-କଟକ ବିଜେଡ଼ିର ପ୍ରସ୍ତୁତି ବୈଠକ

ପଞ୍ଚାୟତ ନିର୍ବାଚନକୁ ନେଇ ଚୌଦ୍ୱାର-କଟକ ବିଜେଡ଼ିର ପ୍ରସ୍ତୁତି ବୈଠକ #ଚୌଦ୍ୱାର(ଏନ୍‍.ଏମ୍‍.): ପଞ୍ଚାୟତନ ନିର୍ବାଚନରେ ସିଂହାସନ କାହାର । ଏ ନେଇ ଚାଲିଛି ଅଙ୍କକଷା । ବିଜେଡ଼ି ପକ୍ଷରୁ ସ୍ଥାନୀୟ ଆଗ୍ରାହାଟ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ତେବେ ବିଗତ ୧୦ବର୍ଷ ମଧ୍ୟରେ ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧିନସ୍ଥ ଚୌଦ୍ୱାର କଟକ ବିଧାନସଭା ନିର୍ବାଚନ ମଣ୍ଡଳିର ସମସ୍ତ ପଞ୍ଚାୟତରେ ବହୁ ଉନ୍ନୟନ ମୂଳକ କାର୍ଯ୍ୟ ସାଧିତ ହୋଇ ପାରିଛି । ତେଣୁ ଆଗାମୀ…

Read More

ଆଠଗଡ଼ ନିର୍ବାଚନମଣ୍ଡଳୀ ବିଜେଡ଼ିର ବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ଆଠଗଡ଼ ନିର୍ବାଚନମଣ୍ଡଳୀ ବିଜେଡ଼ିର ବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଚୌଦ୍ୱାର(ଏନ୍‌.ଏମ୍‌.): କଟକ ଜିଲ୍ଲା ଆଠଗଡ଼ ନିର୍ବାଚନ ମଣ୍ଡଳୀର ଟାଙ୍ଗୀ-ଚୌଦ୍ୱାର ବ୍ଲକ୍ ଅନ୍ତର୍ଗତ ୬ଟି ଗାମ ପଞ୍ଚାୟତ ପାଇଁ ବିଜେଡି ପକ୍ଷରୁ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ମଙ୍ଗରାଜପୁର ଠାରେ ବିଜେଡି କଟକ ଜିଲ୍ଲା ଉପସଭାପତି ନୃସିଂହ ମହାପାତ୍ରଙ୍କ ପୌରାହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଖାଉଟି କଲ୍ୟାଣ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଉଦ୍‌ବୋଧନ ଦେଇ ରାଜ୍ୟ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି…

Read More

ପ୍ରଦୀପଙ୍କ ଘରୁ ୧.୪୪ କେଜି ସୁନା ଜବତ କଲା ଭିଜିଲାନ୍ସ ବିଭାଗ: ସମ୍ପତ୍ତି ବାଜ୍ୟାପ୍ତି ହେବ!

ପ୍ରଦୀପଙ୍କ ଘରୁ ୧.୪୪ କେଜି ସୁନା ଜବତ କଲା ଭିଜିଲାନ୍ସ ବିଭାଗ: ସମ୍ପତ୍ତି ବାଜ୍ୟାପ୍ତି ହେବ! ଭୁବନେଶ୍ୱର (ଏନ.ଏମ୍‌.): ଦୀର୍ଘ ୨୩ ଘଣ୍ଟା ଧରି ମାରାଥନ ଚଢ଼ାଉ କରିବା ପରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରୁ ୧୪୪୦ ଗ୍ରାମ (୧.୪୪ କେଜି) ସୁନା ଜବତ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ରଦୀପ ପାଣିଗ୍ରାହୀଙ୍କ ଘରୁ ସବ୍ୟସାଚୀ ବ୍ରାଣ୍ଡର ୨୪ ଲକ୍ଷ ୨୫ ହଜାର ଟଙ୍କାର ହାର…

Read More

କଟକ ସିଟି ହସ୍ପିଟାଲର ଉନ୍ନତିକରଣ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

କଟକ ସିଟି ହସ୍ପିଟାଲର ଉନ୍ନତିକରଣ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ #କଟକ(ଏନ୍‌.ଏମ୍‌.): କଟକ ସହରବାସୀଙ୍କୁ ତତ୍‌କ୍ଷଣାତ୍ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବା ନିମନ୍ତେ ସରକାର ଓ ପ୍ରଶାସନିକସ୍ତରରେ ଉଦ୍ୟମ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଆଜି କଟକ ସିଟି ହସ୍ପିଟାଲରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ, ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ, ଜିଲ୍ଲାପାଳ ଭବାନୀଶଙ୍କର ଚୟନୀ, କଟକ ଜିଲ୍ଲା ମୁଖ୍ୟ…

Read More