Category: ରାଜନୀତି

‘ବ୍ଲାକ୍ ଫଙ୍ଗସ୍’ ଗୋଟାଏ ନୂଆ ଚାଲେଞ୍ଜ୍ : ଆଗୁଆ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

ନୂଆଦିଲ୍ଲୀ(ଏଜେନ୍ସି): ସମ୍ପ୍ରତି କରୋନା ଦେଶର ମେରୁଦଣ୍ଡକୁ ଦୋହଲାଇ ଦେଇଥିବାବେଳେ ‘ବ୍ଲାକ୍ ଫଙ୍ଗସ୍’ ଗୋଟାଏ ନୂଆ ଚାଲେଞ୍ଜ୍ ଭାବେ ଉଭା ହୋଇଛି । ତେଣୁ ଏଥିପାଇଁ ଆଗୁଆ ପ୍ରସ୍ତୁତି ଆବଶ୍ୟକ ବୋଲି ଆଜି ଉତ୍ତର ପ୍ରଦେଶ ଅନ୍ତର୍ଗତ ବାରାଣସୀର ସ୍ୱାସ୍ଥ୍ୟକର୍ମୀଙ୍କୁ ଭର୍ଚ୍ୟୁଆଲ୍ ମାଧ୍ୟମରେ…

କଟକ ସହରରୁ ଜଳନିଷ୍କାସନ ନେଇ ସିଏମସି କମିଶନରଙ୍କ ସହ ସାଂସଦଙ୍କ ଆଲୋଚନା

କଟକ(ଏନ୍.ଏମ୍.): କଟକ ସହରରେ ଠିକ୍ଭାବେ ନାଳନର୍ଦ୍ଦମା ସଫେଇ ତଥା ପଙ୍କୋଦ୍ଧାର ନହେଉଥିବା ଯୋଗୁଁ ସହରବାସୀଙ୍କ ମଧ୍ୟରେ ତିବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଆସନ୍ତା ୨୬ ତାରିଖ ବେଳକୁ ପ୍ରବଳ ବର୍ଷା ହେବା ସମ୍ପର୍କରେ ପାଣିପାଗ ବିଭାଗ ପକ୍ଷରୁ ଆଗୁଆ ସୂଚନା…

କଟକ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ନିଶ୍ଳୁକ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ

କଟକ (ଏନ୍.ଏମ୍.): କରୋନା ମହାମାରୀରେ ପିଡିତ ହେଉଥିବା ରୋଗୀମାନଙ୍କୁ ନିରନ୍ତର ସେବା ଯୋଗାଇ ଦେବା ପାଇଁ କଟକ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୈାଧୁରୀଙ୍କ ତତ୍ୱବଧାନରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଆଜି କଟକ ଜିଲା…

ଦିଲ୍ଲୀ ସରକାରଙ୍କ ଘୋଷଣା : କରୋନା ମୃତ୍ୟୁ ପରିବାରଙ୍କୁ ମିଳିବ ୫୦ହଜାର ଟଙ୍କାର ଆର୍ଥିକ ସହାୟତା

ନୂଆଦିଲ୍ଲୀ (ଏନ୍‌.ଏମ୍‌.): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲ ଆଜି ଏକ ବଡ଼ ଘୋଷଣା କରିଛନ୍ତି । ଦିଲ୍ଲୀର ଜନସାଧଣଙ୍କ ମଧ୍ୟରୁ ଯଦି କାହାରି କରୋନା ଜନିତ ମୃତ୍ୟୁ ହୁଏ ତେବେ ଉକ୍ତ ପରିବାରକୁ ୫୦ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ…

ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଷ୍ଟାଲିନ୍‌

ଚେନ୍ନାଇ : ଡିଏମ୍‌କେ ମୁଖ୍ୟ ଏମ୍‌.କେ ଷ୍ଟାଲିନ୍‌ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶୁକ୍ରବାର ଶପଥ ଗ୍ରହଣ ​କରିଛନ୍ତି। ରାଜଭବନ ପରିସରରେ ଆୟୋଜିତ ସମାରୋହରେ ସେ ପଦ ଓ ଗୋପନୀୟତର ଶପଥ ନେଇଛନ୍ତି। ଶପଥ ଗ୍ରହଣ ପୂର୍ବରୁ ପ୍ରସ୍ତାବିତ ମନ୍ତ୍ରିମଣ୍ଡଳର ରୂପରେଖ ଘୋଷଣା…

ବିରୋଧୀ ଦଳ ନେତା କିଏ ହେବେ?

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଶେଷ ହୋଇଛି। ଆଉ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ମମତା ବାନାର୍ଜୀ। ହେଲେ ନିର୍ବାଚନ ବେଳେ ଟିଏମସି ଯେଉଁ ‘ଖେଲା ହୋବେ’ ସ୍ଲୋଗାନ ଦେଇଥିଲା ତାହା ଶେଷ ହୋଇନାହିଁ, ବରଂ ଆଗକୁ ଆହୁରି ଜୋରଦାର ‘ଖେଲା…