Category: ରାଜନୀତି

ବଳରାମ ବଗର୍ତ୍ତିଙ୍କୁ ନିର୍ବାଚନ ଲଢ଼ିବାକୁ ପ୍ରାର୍ଥୀ ଘୋଷଣା କଲା କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚା

ବଳରାମ ବଗର୍ତ୍ତିଙ୍କୁ ନିର୍ବାଚନ ଲଢ଼ିବାକୁ ପ୍ରାର୍ଥୀ ଘୋଷଣା କଲା କୋଶଳ ରାଜ୍ୟ ମୁକ୍ତି ମୋର୍ଚ୍ଚା ସୁଯୋଗ ମିଳିଲେ ଲୋକେଙ୍କ ମୌଳିକ ଅଧିକାରର ସ୍ୱର ବିଧାନସଭାରେ ଉଠାଇ ହେବ : ବଳରାମ ବଗର୍ତ୍ତି #ପାଟଣାଗଡ଼ (ଏନ୍‌.ଏମ୍‌.): ଆଗାମୀ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରି…

ବିଜେଡିରେ ମିଶିଲେ କଟକର ବିଶିଷ୍ଟ ସଂଗଠକ ଡାକ୍ତର ଦେବାନନ୍ଦ ମହାପାତ୍ର

ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ବିଜେଡିରେ ମିଶିଲେ କଟକର ବିଶିଷ୍ଟ ସଂଗଠକ ଡାକ୍ତର ଦେବାନନ୍ଦ ମହାପାତ୍ର #ଭୁବନେଶ୍ୱର(ଏନ୍‌.ଏମ୍‌.): ଅପରାହ୍ଣ ୧୨.୩୦ରେ ଶଙ୍ଖ ଭବନ ଠାରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ଡାକ୍ତର ଦେବାନନ୍ଦ ମହାପାତ୍ର ବିଧିବଦ୍ଧ…

ସାଧାରଣ ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ ୯ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି

ସାଧାରଣ ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ ୯ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି #ଭୁବନେଶ୍ୱର(ଏନ୍‌.ଏମ୍‌.): ବିଜେଡି ଆଜି ନିଜର ତୃତୀୟ ପର୍ଯ୍ୟାୟ ବିଧାୟକ ପ୍ରାର୍ଥୀ ତାଲିକାରେ ମୋଟ ୯ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ଏଥିରେ ଦଳ ୩ ଜଣ…

୩ ସନ୍ତାନ ଥିବା ତମିଆଁ ସରପଞ୍ଚଙ୍କ ପଦବୀରୁ ବହିଷ୍କାର ଦାବିରେ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀ ସଂଘର ଧାରଣା

୩ ସନ୍ତାନ ଥିବା ତମିଆଁ ସରପଞ୍ଚଙ୍କ ପଦବୀରୁ ବହିଷ୍କାର ଦାବିରେ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀ ସଂଘର ଧାରଣା #ପାଟଣାଗଡ଼ (ଏନ୍‌.ଏମ୍‌.): ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଲକ ତମିଆଁ ସରପଞ୍ଚ ତେହେରା ବିବିଙ୍କ ତିନି ସନ୍ତାନ ଥିବାରୁ ପାଟଣାଗଡ଼ ସିଭିଲ ଜଜ…

ପାଟଣାଗଡ କଂଗ୍ରେସରୁ ଟିକିଟ ପାଇଁ ନିର୍ବାଚନ ଲଢିବେ ଅନିଲ ମେହେର

ପାଟଣାଗଡ କଂଗ୍ରେସରୁ ଟିକିଟ ପାଇଁ ନିର୍ବାଚନ ଲଢିବେ ଅନିଲ ମେହେର #ପାଟଣାଗଡ଼(ଏନ୍‌.ଏମ୍‌.): ଆଜି ବିଜେପି ପ୍ରାର୍ଥୀ ତାଲିକା ଘୋଷଣା କରିବା ପରେ କଂଗ୍ରେସ ମଧ୍ୟ ତାର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ କଂଗ୍ରେସ ପ୍ରାର୍ଥୀଭାବେ ଅନିଲ…

ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କଲା ପ୍ରାର୍ଥୀ ତାଲିକା

ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କଲା ପ୍ରାର୍ଥୀ ତାଲିକା ପ୍ରଥମ ପର୍ଯ୍ୟାୟରେ ୮ଲୋକ ସଭା ଓ ୪୯ ବିଧାନସଭାର ନାମ ଘୋଷଣା #ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାରେ ଆସନ୍ତା ସାଧାରଣ ନିର୍ବାଚନ ନିମନ୍ତେ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ଲୋକସଭା ଏବଂ ବିଧାନସଭା ପ୍ରାର୍ଥୀ…

ପୁଣି ଆଇଏଏସ ଓ ଆଇପିଏସସ୍ତରରେ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ପୁଣି ଆଇଏଏସ ଓ ଆଇପିଏସସ୍ତରରେ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ #ଭୁବନେଶ୍ୱର(ଏନ୍‌.ଏମ୍‌.): ଚଳିତ ସାଧାରଣ ନିର୍ବାଚନ ପାଇଁ ଅବଗଣନା ଆରମ୍ଭ ହୋଇଥିବାବେଳେ ଏହାକୁ ଅବାଧ, ଶୃଙ୍ଖଳିତ, ସ୍ୱଚ୍ଛତା ଏବଂ ନିରପେକ୍ଷ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନ ବିଭିନ୍ନ ପଦକ୍ଷେପ…

ସାଧାରଣ ନିର୍ବାଚନ-୨୦୨୪, ବିଜେପି ଘୋଷଣା କଲା ପ୍ରଥମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା

ସାଧାରଣ ନିର୍ବାଚନ-୨୦୨୪, ବିଜେପି ଘୋଷଣା କଲା ପ୍ରଥମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା #ଭୂବନେଶ୍ୱର(ଏନ୍‌.ଏମ୍‌.): ୨୦୨୪ ବିଧାନସଭା ନିର୍ବାଚନ ପାଇଁ ବିଜେପି ଆଜି ପ୍ରାର୍ଥୀ ଘୋଷଣା କରିଛି । ଦଳ ପ୍ରଥମ ପର୍ଯ୍ୟାୟରେ ୧୧୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି…

କଟକରେ ଆରମ୍ଭ ହୋଇଗଲା ନିର୍ବାଚନୀ ସଂଗ୍ରାମ: ସଂତୃପ୍ତଙ୍କ ଆଟାକକୁ ଭର୍ତ୍ତୃହରିଙ୍କ କାଉଣ୍ଟର

କଟକରେ ଆରମ୍ଭ ହୋଇଗଲା ନିର୍ବାଚନୀ ସଂଗ୍ରାମ: ସଂତୃପ୍ତଙ୍କ ଆଟାକକୁ ଭର୍ତ୍ତୃହରିଙ୍କ କାଉଣ୍ଟର #କଟକ (ଏନ୍‌.ଏମ୍‌.): କଟକରେ ଆରମ୍ଭ ହୋଇଯାଇଛି ନିର୍ବାଚନୀ ସଂଗ୍ରାମ । ପ୍ରାର୍ଥୀମାନେ ପ୍ରତିପକ୍ଷ ପ୍ରାର୍ଥୀଙ୍କ ଆଟାକ କରିବା ଭଳି ବକ୍ତବ୍ୟ ଦେଉଥିବାବେଳେ ପ୍ରତିପକ୍ଷ ମଧ୍ୟ କାଉଣ୍ଟର କରିବାରେ ଲାଗିପଡ଼ିଛନ୍ତି…

ବିଜେଡି ଛାଡ଼ିଦେଲେ ୪ ଅଭିନେତା: ଶଙ୍ଖକୁ ବାଏ ବାଏ କଲେ ଅନୁଭବ, ଆକାଶ, ଅରିନ୍ଦମ, ସିଦ୍ଧାନ୍ତ

ବିଜେଡି ଛାଡ଼ିଦେଲେ ୪ ଅଭିନେତା: ଶଙ୍ଖକୁ ବାଏ ବାଏ କଲେ ଅନୁଭବ, ଆକାଶ, ଅରିନ୍ଦମ, ସିଦ୍ଧାନ୍ତ ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଆ ସିନେମାର ୪ ଅଭିନେତା ବିଜେଡି ଛାଡ଼ି ଦେଇଛନ୍ତି । ଅଭିନେତାରୁ ରାଜନେତା ପାଲଟିଥିବା ଏହି ୪ ଅଭିନେତାଙ୍କ ମଧ୍ୟରୁ ଦୁଇ ଜଣ…

ଚୌଦ୍ୱାର-କଟକ ବିଧାୟକ ଭାବେ ସୌଭିକଙ୍କୁ ପୁନର୍ବାର ଟିକେଟ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

ଚୌଦ୍ୱାର-କଟକ ବିଧାୟକ ଭାବେ ସୌଭିକଙ୍କୁ ପୁନର୍ବାର ଟିକେଟ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା #କଟକ(ଏନ୍‌.ଏମ୍‌.): ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରେ ବିଜେଡିର ସଂଗଠନ ସୁଦୃଢ଼ ଥିବାବେଳେ ସୌଭିକ ବିଶ୍ୱାଳଙ୍କୁ ପୁନର୍ବାର ଟିକେଟ ଦିଆଯାଇଥିବାରୁ ଏହି ନିର୍ବାଚନ ମଣ୍ଡଳୀର ବିଜେଡି କର୍ମୀଙ୍କ ମଧ୍ୟରେ ଆନନ୍ଦ ଓ…

ବିଜେପି ଛାଡ଼ିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା: ବିଜେଡିରୁ ବାରବାଟୀ-କଟକରେ ଲଢ଼ିବା ନେଇ ଚର୍ଚ୍ଚା !

ବିଜେପି ଛାଡ଼ିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା: ବିଜେଡିରୁ ବାରବାଟୀ-କଟକରେ ଲଢ଼ିବା ନେଇ ଚର୍ଚ୍ଚା ! #କଟକ(ଏନ୍‌.ଏମ୍‌.): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା ଭାରତୀୟ ଜନତା ପାର୍ଟି ଛାଡ଼ିଛନ୍ତି ।…