ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସବୁ ହିତାଧିକାରୀଙ୍କୁ ଗ୍ରୀଷ୍ମକାଳୀନ ସହାୟତା
ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସବୁ ହିତାଧିକାରୀଙ୍କୁ ଗ୍ରୀଷ୍ମକାଳୀନ ସହାୟତା ଭୁବନେଶ୍ୱର (ଏନ୍.ଏମ୍.): ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଓ ମଧୁବାବୁ ପେନ୍ସନ୍ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା, ଭିନ୍ନକ୍ଷମ ଭତ୍ତା ଓ ଅନ୍ୟାନ୍ୟ ବର୍ଗରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ସ୍ୱରୂପ ଅତିରିକ୍ତ ୧୦୦…




















