ନ୍ୟୁ ଷ୍ଟିୱାର୍ଟ ସ୍କୁଲରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
ନ୍ୟୁ ଷ୍ଟିୱାର୍ଟ ସ୍କୁଲରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା #କଟକ(ଏନ୍.ଏମ୍.): ମିଶନ ରୋଡସ୍ଥିତ ନ୍ୟୁ ଷ୍ଟିୱାର୍ଟ ସ୍କୁଲର ଦଶମ ଶ୍ରେଣୀ ୧୦୧ ଜଣଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ସ୍କୁଲର ଅଧ୍ୟକ୍ଷା ଏମ. ତୃପ୍ତିରାଣୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ସ୍କୁଲର ସଂପାଦକ ବିକ୍ରମ ଏନ. ଆଡାମସ୍ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଦଶମ ଶ୍ରେଣୀ ଆଇସିଏସଇ ପରୀକ୍ଷାରେ ସଫଳତା ହାସଲ କରିବା ପାଇଁ ଓ ନିଜକୁ ସୁନାଗରିକ ଭାବେ ଗଢିତୋଳିବାକୁ ପରାମର୍ଶ ଦେଇଥିଲେ…
