ସ୍ତ୍ରୀକୁ ହତ୍ୟା କରି ଆତ୍ମହତ୍ୟା କଲା ସ୍ୱାମୀ
ସ୍ତ୍ରୀକୁ ହତ୍ୟା କରି ଆତ୍ମହତ୍ୟା କଲା ସ୍ୱାମୀ ବରଗଡ଼(ଏନ୍.ଏମ୍.): ପାରିବାରିକ କଳହରୁ ଜଘନ୍ୟକାଣ୍ଡ। ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ୱାମୀ ଆତ୍ମହତ୍ୟା କରିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ବରଗଡ଼ ଜିଲ୍ଲା ଭଟଲି ବ୍ଲକ୍ ଅନ୍ତର୍ଗତ କୁସନପୁରୀ ବିଜୟା ଛକ…
