ବ୍ଲକ ଅଧକ୍ଷଙ୍କ ଗିରଫ ଦାବିରେ ଥାନା ସମ୍ମୁଖରେ କଂଗ୍ରେସର ଧାରଣା
ବ୍ଲକ ଅଧକ୍ଷଙ୍କ ଗିରଫ ଦାବିରେ ଥାନା ସମ୍ମୁଖରେ କଂଗ୍ରେସର ଧାରଣା ଡମପଡ଼ା(ଏନ୍.ଏମ୍.): ଗତ ସମବାୟ ନିର୍ବାଚନ ମତଦାନବେଳେ ଜୋର ଜବରଦସ୍ତ ପଶି ମତଦାନ ଦେବା ଅଭିଯୋଗରେ ଅସନ୍ତୋଷ ତେଜିବାରେ ଲାଗିଛି । ଏଭଳି ଅଭାବନୀୟ ଘଟଣା କଟକ ଜିଲ୍ଲା ଡମପଡ଼ା ଅଞ୍ଚଳରେ ଦେଖିବାକୁ ମିଳିଛି । ତେବେ ଏହାର ପ୍ରତି ବାଦରେ ଆଜି ଶତାଧିକ କଂଗ୍ରେସ କର୍ମୀ ବାଙ୍କୀ ଥାନା ସମ୍ମୁଖରେ ଧାରଣାରେ ବସି ଧର୍ମଘଟ କରିଥିଲେ । ଅଭିଯୋଗ ଅନୁଯାୟୀ ଗତ ୨୩ତାରିଖରେ ସମବାୟ ନିର୍ବାଚନ…
