ନିର୍ବାଚନମଣ୍ଡଳୀର ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ନିତ କରିବାକୁ ଦିଲ୍ଲୀକୁ ବାଚସ୍ପତିଙ୍କ ଗସ୍ତ
ନିର୍ବାଚନମଣ୍ଡଳୀର ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ନିତ କରିବାକୁ ଦିଲ୍ଲୀକୁ ବାଚସ୍ପତିଙ୍କ ଗସ୍ତ ଭୁବନେଶ୍ୱର(ଏନ୍.ଏମ୍.): ବାଚସ୍ପତି ଡକ୍ଟର ସୂର୍ଯ୍ୟ ନାରାୟଣ ପାତ୍ର ତାଙ୍କ ନିର୍ବାଚନମଣ୍ଡଳୀରେ ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ତା ୨୧.୧୦.୨୦୨୧ ରୁ ୨୪.୧୦.୨୦୨୧ ଋଖ ପର୍ଯ୍ୟନ୍ତ ନୂଆଦିଲ୍ଲୀ ଗସ୍ତରେ ଯାଇ ଫେରି ଆସିଛନ୍ତି । ଓଡିଶା ବିଧାନ…




















