ମୁଣ୍ଡଳି ଟ୍ରାଜେଡି: ଆଜି ଏସସିବିରୁ ଡିସଚାର୍ଜ ହେଲେ ଭିଡିଓ ଜର୍ଣ୍ଣାଲିଷ୍ଟ ପ୍ରଭାତ ସିହ୍ନା
ମୁଣ୍ଡଳି ଟ୍ରାଜେଡି: ଆଜି ଏସସିବିରୁ ଡିସଚାର୍ଜ ହେଲେ ଭିଡିଓ ଜର୍ଣ୍ଣାଲିଷ୍ଟ ପ୍ରଭାତ ସିହ୍ନା କଟକ(ଏନ୍.ଏମ୍.): ମୁଣ୍ଡଳି ଟ୍ରାଜେଡ଼ି ଘଟଣାରେ ଗୁରୁତର ଆହତ ହୋଇଥିବା ଓଟିଭିର ଭିଡିଓ ଜର୍ଣ୍ଣାଲିଷ୍ଟ ପ୍ରଭାତ ସିହ୍ନା ଆଜି ସୁସ୍ଥ ହୋଇ କଟକ ବଡ଼ମେଡ଼ିକାଲରୁ ଡିସଚାର୍ଜ ହୋଇଛନ୍ତି । ତେବେ ଡିସଚାର୍ଜ ହେବା ଅବସରରେ ସେ…




















