ସାଧାରଣ ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀ ଓ କର୍ମଚାରୀଙ୍କୁ ତାଲିମ ପ୍ରଦାନ
ସାଧାରଣ ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀ ଓ କର୍ମଚାରୀଙ୍କୁ ତାଲିମ ପ୍ରଦାନ #ଭୁବନେଶ୍ୱର(ଏନ୍.ଏମ୍.): ଆଗାମୀ ସାଧାରଣ ନିର୍ବାଚନ-୨୦୨୪କୁ ସୁଚାରୁ ରୂପେ ପରିଚାଳନା ନିମନ୍ତେ ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ମୁଖ୍ୟ ନିର୍ବାଚନ କାର୍ଯ୍ୟାଳୟ ତରଫରୁ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ବିଭିନ୍ନ ବର୍ଗର ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ବାଚନ ସମ୍ପର୍କିତ ଭିନ୍ନ ଭିନ୍ନ ତାଲିମ ପ୍ରଦାନ କରାଯାଇଛି । ଦିଲ୍ଲୀସ୍ଥିତ ଆଇ.ଆଇ.ଆଇ.ଡି.ଇ.ଏମ୍.ରୁ ରାଜ୍ୟର ୮୫ଜଣ ଅଧିକାରୀ ରାଜ୍ୟସ୍ତରୀୟ ମାଷ୍ଟର୍ସ ଟ୍ରେନର ଭାବେ ନିର୍ବାଚନ ସମ୍ପର୍କିତ ବିଷୟ…
