ଦ୍ରୌପଦୀଙ୍କ ଲମ୍ବା ଯାତ୍ରା: କାଉନସିଲରରୁ ରାଷ୍ଟ୍ରପତି
ଦ୍ରୌପଦୀଙ୍କ ଲମ୍ବା ଯାତ୍ରା: କାଉନସିଲରରୁ ରାଷ୍ଟ୍ରପତି ୨୫ରେ ଶପଥ ସମାରୋହ, ଦିଲ୍ଲୀ ଯିବେ ନବୀନ ଭୁବନେଶ୍ୱର(ଏନ୍.ଏମ୍.): ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଆସନ୍ତା ୨୫ ତାରିଖରେ ପଦ ଓ ଗୋପନୀୟତାର ଶପଥ ନେବେ । ଏହି ଶପଥ ସମାରୋହରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୩ ତାରିଖରେ ନୂଆଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ…
