କଟକ ନଗର ବିଜେପି ପକ୍ଷରୁ ରକ୍ତଦାନ କାର୍ଯ୍ୟକ୍ରମ
କଟକ ନଗର ବିଜେପି ପକ୍ଷରୁ ରକ୍ତଦାନ କାର୍ଯ୍ୟକ୍ରମ କଟକ(ଏନ୍.ଏମ୍.): ଆଜି ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱିତୀୟ ପାଳିର ଦ୍ୱିତୀୟ ବର୍ଷ ପୂର୍ତ୍ତି ଉତ୍ସବ ଉପଲକ୍ଷେ ତଥା ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ 'ସେବାହିଁ ସଂଗଠନ’ କାର୍ଯ୍ୟକ୍ରମ ଅବସରରେ କଟକ ନଗର ବିଜେପି ତରଫରୁ ‘ରକ୍ତଦାନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…




















