ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ, ଓଡିଶା ପାଇଁ ପ୍ରଭାବ ହିନ ବୋଲି ସୂଚନା ଦେଲେ ଆଇଏମଡି ଡିଜି
ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ, ଓଡିଶା ପାଇଁ ପ୍ରଭାବ ହିନ ବୋଲି ସୂଚନା ଦେଲେ ଆଇଏମଡି ଡିଜି ଭୁବନେଶ୍ୱର(ଏନ୍.ଏମ୍.): ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି । ଭାରତ ମହାସାଗର-ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବ । ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରାଯାଇଛି । ହେଲେ ଏହା ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା…
