ତାମିଲନାଡୁରେ ହେଲକପ୍ଟର ଦୁର୍ଘଟଣା: ସିଡିଏସ୍ ବିପିନ ରାୱତଙ୍କ ସମେତ ୧୩ ମୃତ
ତାମିଲନାଡୁରେ ହେଲକପ୍ଟର ଦୁର୍ଘଟଣା: ସିଡିଏସ୍ ବିପିନ ରାୱତଙ୍କ ସମେତ ୧୩ ମୃତ ନୂଆଦିଲ୍ଲୀ(ଏନ୍.ଏମ୍.): ତାମିଲନାଡୁରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ସିଡିଏସ୍ ଜେନେରାଲ ରାୱତଙ୍କ ସମେତ ମୋଟ ୧୩ ଜଣଙ୍କ ମୃତ୍ୟୁ ଘଟିଛି । ଭାରତୀୟ ବାୟୁସେନା ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି । ଜେନେରାଲ ରାୱତଙ୍କ ସମେତ ତାଙ୍କ ପତ୍ନୀ ମଧୁଲିକା ମଧ୍ୟ ପ୍ରାଣ ହରାଇଛନ୍ତି । ଏବେ କେବଳ ଗ୍ରୁପ କ୍ୟାପଟେନ ବରୁଣ ସିଂହ ୱେଲିଂଟନରେ ଥିବା ମିଲିଟାରୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି…
