ଅଗଷ୍ଟ ୧୬ତାରିଖରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ
ଅଗଷ୍ଟ ୧୬ତାରିଖରୁ ଖୋଲିବ କଲେଜ ଓ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର (ଏନ୍.ଏମ୍.): ଆସନ୍ତା ଅଗଷ୍ଟ ମାସ ୧୬ ତାରିଖରୁ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ଏହି ସୂଚନା ଅନୁଯାୟୀ, ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକ ଖୋଲିବ । ପିଜି ପ୍ରଥମ ବର୍ଷ ଓ ୟୁଜି ପ୍ରି-ଫାଇନାଲ ବର୍ଷ ପାଇଁ ଶ୍ରେଣୀ ଗୃହରେ ପାଠପଢ଼ା ହେବ…
