ବାହୁଡ଼ା ଯାତ୍ରା: ଶ୍ରୀମନ୍ଦିର ସିଂହଦ୍ୱାର ସାମ୍ନାରେ ପହଞ୍ଚିଲା ତିନି ରଥ
ବାହୁଡ଼ା ଯାତ୍ରା: ଶ୍ରୀମନ୍ଦିର ସିଂହଦ୍ୱାର ସାମ୍ନାରେ ପହଞ୍ଚିଲା ତିନି ରଥ ପୁରୀ(ଏନ୍.ଏମ୍.): କରୋନା କଟକଣା ମଧ୍ୟରେ ଶେଷ ହୋଇଛି ପ୍ରଭୁ ଜଗନ୍ନାଥଙ୍କ ଘୋଷ ଯାତ । ଶ୍ରୀମନ୍ଦିର ସିଂହଦ୍ୱାର ସାମ୍ନାରେ ତିନି ରଥ ପହଞ୍ôଚ ସାରିଛି । ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ପରେ ସେବାୟତମାନେ ଗୀତଗୋବିନ୍ଦ ଗାନ କରି ଶ୍ରୀଜୀଉଙ୍କ ପାଦ ପଦ୍ମରେ ନିଜକୁ ସମର୍ପଣ କରିଥିଲେ । ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ବାହୁଡ଼ିବା ପାଇଁ ନିର୍ଦ୍ଧାରିତ ସମୟର ୪ ଘଣ୍ଟା ପୂର୍ବରୁ…
