ଛେଚିବ ବର୍ଷା, ୧୪ରେ ଲଘୁଚାପ!
ଛେଚିବ ବର୍ଷା, ୧୪ରେ ଲଘୁଚାପ! ଭୁବନେଶ୍ୱର(ଏନ୍.ଏମ୍.): ଆସନ୍ତା ୧୪ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଏନେଇ ସୂଚନା ଦିଆଯାଇଛି । ଏହି ସୂଚନା ଅନୁଯାୟୀ, ନଭେମ୍ବର ୧୪ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୬…
