ପ୍ରଧାନଶିକ୍ଷକଙ୍କ ବଦଳି ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ
ପ୍ରଧାନଶିକ୍ଷକଙ୍କ ବଦଳି ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ [caption id="attachment_7081" align="alignnone" width="300"] News by Maheswar Behera (Athagarh)[/caption] ଆଠଗଡ଼(ଏନ୍.ଏମ୍.): ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଛାତ୍ରଛାତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଆଠଗଡ଼ ଶିକ୍ଷା ଜିଲ୍ଲା ଅନ୍ତର୍ଗତ ଧାଈପୁର ପଞ୍ଚାୟତରେ ଥିବା ସରକାରୀ ଉନ୍ନତି ଉଚ୍ଚ ବିଦ୍ୟାଳୟ ଧାଈପୁର ସ୍କୁଲର…




















