ବୟସ ସୀମା ପାର୍ ହୋଇଥିଲେ ବି ଦେଇହେବ ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା
ବୟସ ସୀମା ପାର୍ ହୋଇଥିଲେ ବି ଦେଇହେବ ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା #କଟକ(ଏନ୍.ଏମ୍.): ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିବା ବ୍ୟକ୍ତିଙ୍କ ନିମନ୍ତେ ଖୁସି ଖବର ଆସିଛି । ଯେଉଁମାନେ ୨୦୧୯, ୨୦୨୦ କିମ୍ବା ୨୦୨୧ର ଓଡ଼ିଶା ସିଭିସ୍ ସର୍ଭିସେସ୍ ପରୀକ୍ଷା ଦେଇଛନ୍ତି କିନ୍ତୁ ୨୦୨୨ର ଓଡ଼ିଶା ସିଭିଲ ସର୍ଭିସେସ୍ ପରୀକ୍ଷା ପାଇଁ ବୟସ ସୀମା ପାର୍ ହୋଇ ଯାଇଛି ବା ସମସ୍ତ ଚାନ୍ସ ସରିଯାଇଛି, ସେମାନେ ଆଉ ଥରେ ଓଡ଼ିଶା ସିଭିଲ୍…
