ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ପ୍ରଥମ ମହିଳା ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶ୍ରୀମୟୀ ମିଶ୍ର
ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ପ୍ରଥମ ମହିଳା ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶ୍ରୀମୟୀ ମିଶ୍ର #ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ପ୍ରଥମ ମହିଳା ଅଧ୍ୟକ୍ଷ ଭାବେ ଶ୍ରୀମୟୀ ମିଶ୍ର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରର ଶ୍ରୀୟାଛକ ନିକଟସ୍ଥ ବୋର୍ଡ କାର୍ଯ୍ୟାଳୟରେ ରାଜ୍ୟ ଶ୍ରମ ଆୟୁକ୍ତ ତଥା ବୋର୍ଡ ସଦସ୍ୟ ସଚିବ ଡକ୍ଟର ଏନ୍. ଥିରୁମାଳା…
